Posted inଜାତୀୟ

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି

 

ନୂଆଦିଲ୍ଲୀ,୧୪।୪: ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ। ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ମହାବିଷୁବ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ଶୁଭେଚ୍ଛା। ନୂଆ ବର୍ଷ ଅପାର ଖୁସି ଏବଂ ଉତ୍ତମ ସ୍ବାସ୍ଥ୍ୟ ନେଇ ଆସୁ। ଆସନ୍ତା ବର୍ଷ ଆପଣଙ୍କ ସମସ୍ତ ଇଚ୍ଛା ପୂରଣ ହେଉ।

ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଓଡ଼ିଶାବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ପବିତ୍ର ପଣା ସଂକ୍ରାନ୍ତି ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଅଛି । ଏ ଅବସରରେ ପଣାପାଣିର ଆସର ସାଙ୍ଗକୁ ବିଭିନ୍ନ ସାରସ୍ବତ ସଭାସମିତି ମଧ୍ୟ ଆୟୋଜିତ ହେଉଅଛି । ଏହି ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡ଼ିଶାର ପ୍ରିୟ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି ଏବଂ ସୁଖସମୃଦ୍ଧି କାମନା କରୁଅଛି ।

<blockquote class=”twitter-tweet”><p lang=”or” dir=”ltr”>ପବିତ୍ର ପଣା ସଂକ୍ରାନ୍ତି ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଅଛି । ଏ ଅବସରରେ ପଣାପାଣିର ଆସର ସାଙ୍ଗକୁ ବିଭିନ୍ନ ସାରସ୍ୱତ ସଭାସମିତି ମଧ୍ୟ ଆୟୋଜିତ ହେଉଅଛି । ଏହି ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡ଼ିଶାର ପ୍ରିୟ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି ଏବଂ ସୁଖସମୃଦ୍ଧି କାମନା କରୁଅଛି ।</p>&mdash; President of India (@rashtrapatibhvn) <a href=”https://twitter.com/rashtrapatibhvn/status/1646707807830544384?ref_src=twsrc%5Etfw”>April 14, 2023</a></blockquote> <script async src=”https://platform.twitter.com/widgets.js” charset=”utf-8″></script>


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri