ଟିକା ନେଇ ପୁଣି ଉଦାହରଣ ସୃଷ୍ଟିକଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୨ା୩(ବ୍ୟୁରୋ): ସାରା ଭାରତବର୍ଷରେ ବିଶ୍ୱର ସର୍ବବୃହତ୍‌ ଟିକାକରଣ ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟିକା ନେଇ ପୁଣିଥରେ ଉଦାହରଣ ସୃଷ୍ଟିି କରିଥିବା ଟୁଇଟ୍‌କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଧର୍ମେନ୍ଦ୍ର ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି, ପ୍ରଧାନମନ୍ତ୍ରୀ ବିଶ୍ୱକୁ କରୋନାମୁକ୍ତ କରିବା ପାଇଁ ବଡ଼ ଦାୟିତ୍ୱ ନେଇଥିବା ଡାକ୍ତର ଏବଂ ବୈଜ୍ଞାନିକଙ୍କୁ ଧନ୍ୟବାଦ ଦେଇଛନ୍ତି। ବିଶ୍ୱର ସର୍ବବୃହତ୍‌ ଟିକାକରଣ ଅଭିଯାନରେ ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀ ଏବଂ କରୋନା ଯୋଦ୍ଧା ଟିକା ନେବା ପରେ ଯେତେବେଳେ ଦ୍ୱିତୀୟ ପର୍ଯ୍ୟାୟରେ ସେ ଟିକା ନେଇ ପୁଣିଥରେ ଦେଶର ପ୍ରଧାନ ସେବକର ପରିଚୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ଦାବିରେ ସିଏମ୍‌ସି ସମ୍ମୁଖରେ ବିକ୍ଷୋଭ

କଟକ ଅଫିସ, ୮ା୨: ଅନ୍ଦରପୁର ଅଞ୍ଚଳରେ ବସ୍ତି ଓ ଉନ୍ନୟନ ଆବାସ ଯୋଜନାରେ ଘର ଯୋଗାଇଦେବା ନାମରେ ଠକାମିର ଶିକାର ହୋଇଥିବା ଲୋକମାନେ ସୋମବାର ସିଏମ୍‌ସି...

ସପ୍ତାହରେ ଦୁଇଦିନ ଟିକାକରଣ ବନ୍ଦ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଏଣିକି ସପ୍ତାହାନ୍ତ ସଟ୍‌ଡାଉନ୍‌ରେ ଟିକାକରଣ ବନ୍ଦ ରହିବ। ୧୦ ଜିଲାର ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ଦୁଇଦିନ ଲାଗି ଟିକାକରଣ ବନ୍ଦ ରହିବ।...

ବିବାହ ବନ୍ଧନରେ ବାନ୍ଧିହେଲେ ଦୁଇ ମହିଳା ମାଓବାଦୀ

ଫୁଲବାଣୀ ଅଫିସ,୪ା୧୨: ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଦୁଇ ମହିଳା ମାଓବାଦୀ। କନ୍ଧମାଳ ଜିଲା ପୋଲିସ ରିଜର୍ଭ କାର୍ଯ୍ୟାଳୟରେ ଥିବା ରାଧାକୃଷ୍ଣ ମନ୍ଦିରରେ ସେମାନଙ୍କ ବିବାହ...

ପୁଣି ଶ୍ରଦ୍ଧାଞ୍ଜଳିଙ୍କୁ ଜେରା, ଚନ୍ଦନ ମୁହଁରେ ଅର୍ଚ୍ଚନା ଚରିତ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାର ଓ କଳା ସାମ୍ରାଜ୍ୟର ଗୋପନ ପେଡ଼ି ଖୋଲୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ୧୫ଜଣଙ୍କ...

୧୬ ଜିଲାରୁ ୧୩ ହଜାର ଶିଶୁ ଶ୍ରମିକ ଚିହ୍ନଟ

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ରାଜ୍ୟର ୧୬ ଜିଲାରୁ ୧୩,୬୨୦ ଜଣ ଶିଶୁ ଶ୍ରମିକ ଚିହ୍ନଟ ହୋଇଛନ୍ତି। ୨୦୧୬ରୁ ୧୦୧୮ ମଧ୍ୟରେ ଜାତୀୟ ଶିଶୁ ଶ୍ରମିକ ପ୍ରକଳ୍ପ ଜରିଆରେ କରାଯାଇଥିବା...

ଆବର୍ଜନା କୁଣ୍ଡ ପାଲଟିଛି ଗାଁ ଶୁଦ୍ଧତୁଠ

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱରରେ ଥିବା ବିଭିନ୍ନ ଜଳାଶୟର ପୁନରୁଦ୍ଧାର ଦାୟିତ୍ୱ ନେଇଛି ବିଏମ୍‌ସି। ଏହି କ୍ରମରେ ପ୍ରାୟ ୪୭ଟି ପୋଖରୀର ଉନ୍ନତୀକରଣ କରିବା ପାଇଁ...

କେନ୍ଦ୍ରାପଡ଼ାରେ ଚର୍ମରୋଗ ଭୟ

କେନ୍ଦ୍ରାପଡ଼ା ଅଫିସ, ୨୦ା୭: ଦୁଇବର୍ଷ ଧରି କରୋନା ସଂକ୍ରମଣ ଭୟରେ ଲୋକେ ବହୁ କଷ୍ଟରେ ଜୀବନ ଜୀବିକା ନିର୍ବାହ କରୁଥିବା ବେଳେ ଏବେ କେନ୍ଦ୍ରାପଡ଼ା ଜିଲାରେ...

ଅଧାରେ ଅଟକିଛି ଜଗଦଳା ଜଳସେଚନ ପ୍ରକଳ୍ପ

ଝୁମ୍ପୁରା, ୫।୭ (ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ମଲଦା ପଞ୍ଚାୟତରେ ରହିଛି ଜଗଦଳା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ। ଏହାର ଉନ୍ନତୀକରଣ କାମ ଅଧାରେ ଅଟକିଛି।...

Advertisement
Archives

Model This Week