ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ଏହି ସବୁ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୪।୫: ରବିବାର ରାତିରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କାଲି ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପହଞ୍ଚିବେ। ଏଥିସହ ଭୁବନେଶ୍ବରରେ ମଧ୍ୟ ରାତ୍ରୀଯାପନ କରିବେ ବୋଲି ଜଣାପଡିଛି। ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଏକ ସଭାକୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଭାଜପା ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ଅନ୍ୟପଟେ ଆଜି ଓଡ଼ିଶାରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର। ସେହିପରି ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଆସନ୍ତାକାଲି ଓଡ଼ିଶା ଆସବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଷ୍ଟାର୍ମରଙ୍କ ଇସ୍ତଫା ପରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri