ଟ୍ରେନ ଦୁର୍ଘଟଣା: ଘଟଣାସ୍ଥଳକୁ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୩।୬(ବ୍ୟରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାକୁ ନେଇ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ତେବେ ଶନିବାର ସନ୍ଧ୍ୟାରେ ଦୁର୍ଘଟଣାସ୍ଥଳକୁ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଘଟଣାସ୍ଥଳ ପରିଦର୍ଶନ ପରେ କଟକ ଏସ୍‌ସିବି ମେଡିକାଲରେ ଆହତଙ୍କୁ ଭେଟିବେ ବୋଲି ସୂଚନା ରହିଛି।

ଟ୍ରେନ ଦୁର୍ଘଟଣାରେ ଏଯାବତ୍‌ ୨୮୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ଆଗକୁ ମଧ୍ୟ ମୃତ୍ୟୁସଂଖ୍ୟା ବଢିବା ଆଶଙ୍କା କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri