Posted inଜାତୀୟ

ଓମିକ୍ରନକୁ ନେଇ ସମୀକ୍ଷା ବୈଠକ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩।୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଏବେ ଦେଶରେ ଚିନ୍ତା ବଢାଇଛି। ପ୍ରତିଦିନ ନୂଆ ନୂଆ ମାମଲା ସାମ୍ନାକୁ ଆସୁଛି । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଦୁଇଶହ ପାର କରିସାରିଲଣି। ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏକ ସମୀକ୍ଷା ବୈଠକ କରିବେ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଙ୍ଗଳବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଆଲର୍ଟ ରହିବାକୁ କହିଥିଲେ । ଓମିକ୍ରନ ଭାରିଆଣ୍ଟ ଡେଲଟା ଭାରିଆଣ୍ଟଠୁ ତିନିଗୁଣା ସଂକ୍ରାମକ ବୋଲି ଏମ୍ସ ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆ କହିଥିଲେ । ଆହୁରି ମଧ୍ୟ କହିଛନ୍ତି, ନିଜକୁ ସୁରକ୍ଷିତ ରଖିବାକୁ ହେଲେ ଟିକାକରଣ ଏବଂ କରୋନା ନିୟମ ମାନିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଦଳକୁ ହାରିବା ଦେଖି କଂଗ୍ରେସ ଜିଲାଧ୍ୟକ୍ଷଙ୍କ ହୃଦଘାତରେ ମୃତ୍ୟୁ

ଭୋପାଳ,୨୩।୫: ଚଳିତ ବର୍ଷ ଲୋକ ସଭା ନିର୍ବାଚନରେ କଂଗ୍ରେସକୁ ବଡ଼ ଝଟକା ଲାଗିଛି। ଏହାରି ଭିତରେ ମଧ୍ୟପ୍ରଦେଶରୁ ଦଳ ପାଇଁ ଏକ ଖରାପ ଖବର ଆସିଛି।...

ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ: ଏଠି ମିଳିବ ସବୁ ପ୍ରଧାନମନ୍ତ୍ରୀଙ୍କ ସହ ଜଡିତ ସମସ୍ତ ତଥ୍ୟ

ନୂଆଦିଲ୍ଲୀ,୧୪ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପ୍ରଧାନମନ୍ତ୍ରୀ ସଂଗ୍ରହାଳୟର ଉଦଘାଟନ କରିବେ । ଦିଲ୍ଲୀର ନେହେରୁ ସ୍ମାରକ ମ୍ୟୁଜିୟମ ଓ ଲାଇବ୍ରେରୀ ପରିସରରେ ଏହା...

ଆର୍ଯ୍ୟନ ଖାଁ କ୍ରୁଜ ଡ୍ରଗ୍ସ ମାମଲା, ସାକ୍ଷୀଙ୍କ ନାମ ଠିକଣା ଲିକ୍‌, ଘରେ ପଶିଲେ ଅଜଣା ଲୋକେ

ମୁମ୍ବାଇ,୧୭ ।୧୦: କ୍ରୁଜ ଡ୍ରଗ୍ସ ମାମଲାରେ ଅଭିନେତା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁଙ୍କ ସମସ୍ୟା ଯେମିତି କମିବାର ନାଁ ନେଉନି । ଆର୍ଯ୍ୟନଙ୍କ ଜାମିନ...

ଜିଲାପାଳଙ୍କ ଗାଈ ଅସୁସ୍ଥ: ଚିକିତ୍ସା ପାଇଁ ୭ ଡାକ୍ତରଙ୍କୁ ନିର୍ଦ୍ଦେଶ

ଫତେହପୁର,୧୨।୬: ଉତ୍ତରପ୍ରେଦଶ ଫତେହପୁର ଜିଲାପାଳ ଅପୂର୍ବ ଦୁବେଙ୍କ ଗାଈ ଅସୁସ୍ଥ ହୋଇପଡିଛି। ଅସୁସ୍ଥ ଗାଈର ଯତ୍ନ ନେବା ପାଇଁ ଜିଲ୍ଲାପାଳ ୭ ଜଣ ସରକାରୀ ଡାକ୍ତରଙ୍କୁ...

ସୁନ୍ନୀ ଓ୍ବାକଫ୍‌ ବୋର୍ଡ ଗଠନ କରିବ ଇଣ୍ଡୋ ଇସ୍ଲାମିକ୍‌ କଲଚର ଟ୍ରଷ୍ଟ

ନୂଆଦିଲ୍ଲୀ,୫।୨: ରାମମନ୍ଦିର ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଶ୍ରୀରାମ ଜନ୍ମଭୂମି ତୀର୍ଥ ଟ୍ରଷ୍ଟ ଗଠନ ସମ୍ପର୍କରେ ଘୋଷଣା ହୋଇଛି। ଏହାପରେ ସୁନ୍ନୀ ଓ୍ବାକଫ ବୋର୍ଡ...

ଜେଲରୁ ମୁକୁଳିଲେ ଦିଲ୍ଲୀ ଦଙ୍ଗା ମାମଲାର ଅଭିଯୁକ୍ତ ଉମର ଖଲିଦ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ ଦଙ୍ଗା ମାମଲାରେ ଅଭିଯୁକ୍ତ ଉମର ଖଲିଦ ଜେଲରୁ ମୁକୁଳିଛନ୍ତି। ଜେଲ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ଦିଲ୍ଲୀର କର୍କାର୍ଡୋମା କୋର୍ଟରୁ ଉମର ଖାଲିଦଙ୍କୁ...

ହିମାଚଳ ପ୍ରଦେଶରେ ଭାଜପାକୁ ଝଟକା: ଗୋଟିଏ ଲୋକ ସଭା, ୩ ବିଧାନସଭା ଆସନରେ ବାଜି ମାରିଲା କଂଗ୍ରେସ

ନୂଆଦିଲ୍ଲୀ,୨ ।୧୧: ହିମାଚଳ ପ୍ରଦେଶ ଉପନିର୍ବାଚନ ଫଳାଫଳ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଶକ୍ତ ଝଟକା ଦେଇଛି । ହିମାଚଳ ପ୍ରଦେଶରେ ହୋଇଥିବା ଉପ ନିର୍ବାଚନରେ...

ଶାହାଙ୍କୁ ଭେଟିଲେ ଅମରିନ୍ଦର: ଅନ୍ନଦାତାଙ୍କ ଆନ୍ଦୋଳନ ଦେଶ ସୁରକ୍ଷା ପାଇଁ ବିପଦ ସୃଷ୍ଟି କରୁଛି

ନୂଆଦିଲ୍ଲୀ,୩।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପି ଅନ୍ନଦାତା ଆନ୍ଦୋଳନ ଜାରି ରଖିଛନ୍ତି। ଏପରିସ୍ଥଳେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ଗୁରୁବାର ସ୍ବରାଷ୍ଟ୍ର...

Advertisement
Archives

Model This Week