Posted inଜାତୀୟ

୩ଟି ମେଗା ପ୍ରକଳ୍ପର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୟୁପି ଗସ୍ତ କରିବେ । ରାଜ୍ୟବାସୀଙ୍କୁ ୩ଟି ମେଗା ପ୍ରକଳ୍ପ ଉତ୍ସର୍ଗ କରିବେ ମୋଦି । ୟୁପିର ଗୋରଖପୁର ଜିଲାରେ ଏମ୍ସ ସାର କାରଖାନା ଭଳି ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କରିବେ ମୋଦି । ଏ ନେଇ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟରୁ ସୂଚନା ମିଳିଛି।

ଏ ସମସ୍ତ ପ୍ରକଳ୍ପ ପାଇଁ ୧୦ ହଜାର କୋଟି ଖର୍ଚ୍ଚ ହୋଇଛି । ଗୋରଖପୁରରେ ଏମ୍ସ କେବଳ ଜିଲାବାସୀଙ୍କୁ ନୁହେଁ ବରଂ ପଡୋଶୀ ବିହାର ଓ ନେପାଳବାସୀଙ୍କୁ ମଧ୍ୟ ସ୍ବାସ୍ଥ୍ୟସେବା ଯୋଗାଇ ଦେବ । ୧ ହଜାର କୋଟି ଟଙ୍କାରେ ଏମ୍ସ ନିର୍ମାଣ ହୋଇଛି । ୨୦୧୬ ଜୁଲାଇ ୨୨ରେ ପ୍ରଧାନମନ୍ତ୍ରୀ ଏହାର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନାରେ ଏହା ନିର୍ମିତ ହୋଇଛି । ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ମୁଖ୍ୟ ଲକ୍ଷ୍ୟ ରଖାଯାଇଛି । ଏମ୍ସରେ ୩୦୦ ଶଯ୍ୟା, ମେଡିକାଲ କଲେଜ, ନର୍ସିଂ କଲେଜ, ଆୟୁଷ ଡାକ୍ତରଙ୍କ ପାଇଁ ଗୃହ, ପିଜି ଓ ୟୁଜି ପିଲାଙ୍କ ପାଇଁ ହଷ୍ଟେଲ ବ୍ୟବସ୍ଥା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri