Posted inଜାତୀୟ

ଦୀପାବଳିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୧୧: ଆଜି ସାରା ଦେଶରେ ଆଲୋକର ପର୍ବ ଦୀପାବଳି ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ ଯୋଗେ କହିଚନ୍ତି, ଦୀପାବଳିର ଶୁଭ ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ମୁଁ ଆଶା କରୁଛି ଏହି ଆଲୋକର ପର୍ବ ଆପଣଙ୍କ ଜୀବନରେ ସୁଖ, ସମୃଦ୍ଧତା ଏବଂ ଶୁଭଫଳ ଆଣୁ। ସେହିପରି ଦୀପାବଳୀ ଅବସରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ଟୁଇଟ କରି ଅଭିନନ୍ଦନ ଜଣାଇଛନ୍ତି। ସେ ଲେଖିଛନ୍ତି, ସମସ୍ତଙ୍କୁ ବହୁତ ଶୁଭେଚ୍ଛା ଜଣାଉଛି। ଆଲୋକ ଏବଂ ସୁଖର ଏହି ମହାନ ପର୍ବ ସମସ୍ତଙ୍କ ଜୀବନକୁ ନୂତନ ଶକ୍ତି, ଆଲୋକ, ସ୍ବାସ୍ଥ୍ୟ ଏବଂ ସମୃଦ୍ଧତା ସହିତ ଆଲୋକିତ କରୁ।


Enter your email to get our daily news in your inbox.

All Right Reserved By Dharitri.Com

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri