Posted inଜାତୀୟ

ଦେଶର ନ୍ୟାୟିକ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପ୍ରଧାନମନ୍ତ୍ରୀଙ୍କ ଅପିଲ

ନୂଆଦିଲ୍ଲୀ, ୩୦।୪: ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଶନିବାର ଅନୁଷ୍ଠିତ ହେଇଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ ଦେଇଛନ୍ତି। ଦେଶର ନ୍ୟାୟିକ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପ୍ରଧାନମନ୍ତ୍ରୀ ଅପିଲ କରିଛନ୍ତି। ସେ କହିଛନ୍ତି, ନ୍ୟାୟ ସୁଲଭ ଏବଂ ସମସ୍ତଙ୍କ ପାଇଁ ହେବା ଆବଶ୍ୟକ। ନ୍ୟାୟ ପ୍ରକ୍ରିୟାରେ ବିଳମ୍ବ ନ ହେବ ସେଥିପ୍ରତି ଧ୍ୟାନ ହେବା ଉଚିତ୍‌। ଆହୁରି ମଧ୍ୟ କହିଛନ୍ତି ଯେ, ନ୍ୟାୟପାଳିକାରେ ବି ବୈଷୟିକ ଜ୍ଞାନକୈଶଳକୁ ଗୁରୁତ୍ୱ ଦିଆଯାଉଛି। କୋର୍ଟରେ ଖାଲି ଥିବା ପଦବୀ ପୂରଣ ପାଇଁ ପ୍ରକ୍ରିୟା ଜାରି ରହିଛି। ସେହିପରି ସ୍ଥାନୀୟ ଭାଷାକୁ ମଧ୍ୟ ପ୍ରୋତ୍ସାହନ ଦେବାର ଆବଶ୍ୟକତା ରହିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀର ପରସିମନ ନେଇ ପାକିସ୍ତାନର ପ୍ରସ୍ତାବକୁ ହାସ୍ୟାସ୍ପଦ କହିଲା ଭାରତ…

ନୂଆଦିଲ୍ଲୀ, ୧୭।୫ : ଜମ୍ମୁ-କଶ୍ମୀରରେ ପରସିମନ କମିଶନ ଅନ୍ତର୍ଗତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଉପରେ ପାକିସ୍ତାନର ନ୍ୟାଶନାଲ ଆସେମ୍ବ୍ଲିରେ ନିଆଯାଇଥିବା ପ୍ରସ୍ତାବ ଉପରେ ଭାରତ କଡ଼ା...

ପଡ଼ୋଶୀଙ୍କ ସହଯୋଗ ବୃଦ୍ଧି ଜରୁରୀ: ଡୋଭାଲ

ମାଲେ,୧୦।୩(ପି.ଟି.): ଭାରତ ମହାସାଗରୀୟ ଅଞ୍ଚଳରେ ରହୁଥିବା ଦେଶଗୁଡ଼ିକର ସୁରକ୍ଷା ପ୍ରତି ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି। ଏହାକୁ ପ୍ରତିହତ କରିବାକୁ ହେଲେ ଉକ୍ତ ଅଞ୍ଚଳରେ ରହିଥିବା ସାମୁଦ୍ରିକ...

୫୩ ନାଗା ଉଗ୍ରପନ୍ଥୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ, ୨୭।୧୨ (ଆଇଏଏନ୍‌ଏସ୍‌): ନାଗାଲାଣ୍ଡର ନ୍ୟାଶନାଲ ସୋସିଆଲିଷ୍ଟ କାଉନ୍‌ସିଲ୍‌ (କେ-ୟୁଙ୍ଗ ଅଙ୍ଗ୍‌) ଉଗ୍ରପନ୍ଥୀ ସଂଗଠନର ଶୀର୍ଷ ନେତା ୫୨ ଜଣ କ୍ୟାଡରଙ୍କ ସହ ଆତ୍ମସମର୍ପଣ କରିଛନ୍ତି।...

ଯବାନଙ୍କ ବଳିଦାନ ବୃଥା ଯିବ ନାହିଁ: ଅମିତ ଶାହା

ନୂଆଦିଲ୍ଲୀ,୪।୪: ଛତିଶଗଡର ବିଜାପୁରରେ ହୋଇଥିବା ନକ୍ସଲ ଆକ୍ରମଣରେ ୨୨ ଯବାନ ଶହୀଦ ହୋଇଛନ୍ତି। ଏନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ, ଯବାନଙ୍କ...

ନିଜ ଗୁଳିରେ ଟଳିଲେ ଶିଖ୍‌ ପୂଜକ

ନୂଆଦିଲ୍ଲୀ, ୧୭ା୧୨: କୃଷି ଆଇନକୁ ବିରୋଧ କରି ଦିଲ୍ଲୀର ସିଂଘୁ ସୀମାରେ ଆନ୍ଦୋଳନରତ ଚାଷୀଙ୍କ ସଂଘର୍ଷ ଓ ଦୁର୍ଦ୍ଦଶାରେ ମର୍ମାହତ ହୋଇ ଜଣେ ଶିଖ୍‌ ପୂଜକ...

୨୦୧ ଦିନ ପରେ ୨୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ...

ଅଗଷ୍ଟ ୧୫ ପୂର୍ବରୁ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡାକଡି: ପୋଲିସ ଜାରି କଲା ୬ ମୋଷ୍ଟୱାଣ୍ଟେଡ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୭ ।୮: ସ୍ୱାଧିନତା ଦିବସକୁ ନେଇ ଦିଲ୍ଲୀରୁ କଶ୍ମୀର ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଦିଲ୍ଲୀର ଲାଲ କିଲା ନିକଟରେ ବହୁ ସଂଖ୍ୟାରେ...

ଏଏପିରେ ମିଶିଲେ ୨ କଂଗ୍ରେସ ନେତା

ନୂଆଦିଲ୍ଲୀ,୧୪ା୧(ପି.ଟି.)- ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ଏଏପି ନିଜ ଶକ୍ତି ବୃଦ୍ଧି କରିବାରେ ଲାଗିଛି। ସୋମବାର ୨ କଂଗ୍ରେସ ନେତା ରାମ୍‌ ସିଂ ନେତାଜୀ...

Advertisement
Archives

Model This Week