Posted inଜାତୀୟ

ଟିକାକରଣ ପ୍ରମାଣପତ୍ରରୁ ହଟିବ ପ୍ରଧାନମନ୍ତ୍ରୀଙ୍କ ଫଟୋ

ନୂଆଦିଲ୍ଲୀ,୧୧।୩: ୪ ରାଜ୍ୟ ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ, କେରଳ ସମେତ କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରିରେ ବିଧାନସଭା ର୍ନିବାଚନକୁ ଦୃଷ୍ଟିରେ ରଖି କୋଭିଡ-୧୯ ଟିକାକରଣ ପ୍ରମାଣପତ୍ରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଉଠାଇ ଦିଆଯିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଗୁରୁବାର ଘୋଷଣା କରିଛି। ନିର୍ବାଚନ କମିଶନଙ୍କ ନିକଟରୁ ନୋଟିସ ପାଇବା ପରେ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।
ସୂଚନା ଯୋଗ୍ୟ, ତୃଣମୂଳ କଂଗ୍ରେସ (ଟିଏମ୍‌ସି) କୋଭିଡ-୧୯ ଟିକାକରଣ ପ୍ରମାଣପତ୍ରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ଆଦର୍ଶ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ହେଉଥିବା ନିର୍ବାଚନ କମିସନଙ୍କ ନିକଟରେ ଅଭିଯୋଗ କରିଥିଲା। ଅଭିଯୋଗ ଉପରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରି ନିର୍ବାଚନ କମିଶନ ମାର୍ଚ୍ଚ ୬ରେ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଥିଲେ। ଏଥିରେ ବିଧାନସଭା ନିର୍ବାଚନର ହେବାକୁ ଥିବା ୪ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ଟିକାକରଣ ପ୍ରମାଣପତ୍ରରୁ ପ୍ରଧାନମନ୍ତ୍ରୀଙ୍କ ଫଟୋ ହଟାଇବାକୁ ନିର୍ଦ୍ଦେଶ ଦେଇଥିଲେ। ନିର୍ବାଚନ କମିଶନଙ୍କ ନିକଟରୁ ନୋଟିସ ପାଇବା ପରେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ କମିଶନଙ୍କ ନିର୍ଦ୍ଦେଶ ପାଳନ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri