ପ୍ରଧାନମନ୍ତ୍ରୀଙ୍କ ହ୍ବାଟ୍ସଆପ୍‌ ଚାଟ୍‌ ଲିକ୍‌, ପଠାଇଥିଲେ ଏମିତି ମେସେଜ

ଲଣ୍ଡନ,୧୭ା୬: ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନଙ୍କ ହ୍ବାଟ୍ସଆପ୍‌ ଚାଟ୍‌ ଲିକ୍‌ ହୋଇଥିବା ସାମ୍ନାକୁ ଆସିଛି। ଏହି ଚାଟ୍‌କୁ ବୋରିସ୍‌ଙ୍କ ପୂର୍ବତନ ବରିଷ୍ଠ ପରାମର୍ଶଦାତା ଡୋମିନକ୍‌ କମିଙ୍ଗ୍‌ସ ଲିକ୍‌ କରିଦେଇଛନ୍ତି।

ଏହି ଚାଟ୍‌ରେ ବୋରିସ୍‌ ସ୍ବାସ୍ଥ୍ୟ ସଚିବ ମ୍ୟାଟ୍‌ ହାନକକ୍‌ଙ୍କ ବିଷୟରେ କରିଥିବା ଦେଖିବାକୁ ମିଳିଛି। କମିଙ୍ଗ୍‌ସ ଏକ ଲମ୍ବା ବ୍ଲଗ୍‌ ପୋଷ୍ଟରେ ଏହି ଅଭିଯୋଗ କରିଛନ୍ତି ଯେ, ମ୍ୟାଟ୍‌ କରୋନା ସମୟର ବିଫଳତା ବିଷୟରେ ମିଛ କହିଥିଲେ। କମିଙ୍ଗ୍‌ସ ଏହି ହ୍ବାଟ୍ସଆପ୍‌ ଚାଟ୍‌ର ଏକ ସ୍କ୍ରିନ୍‌ଶଟ୍‌ ବି ଶେୟାର କରିଛନ୍ତି। କମିଙ୍ଗ୍‌ସଙ୍କ ଅନୁଯାୟୀ, ଏହି ସ୍କ୍ରିନ୍‌ଶଟ୍‌ ଗତବର୍ଷ ମାର୍ଚ୍ଚ ୨୬ର। ଏଥିରେ କମିଙ୍ଗ୍‌ସ ଏବଂ ବୋରିସ୍‌ ବ୍ରିଟେନର କୋଭିଡ୍‌ ପରୀକ୍ଷା କ୍ଷମତା ବିଷୟରେ କଥାବାର୍ତ୍ତା ହୋଇଛନ୍ତି। ଏହି ଚାଟ୍‌ ସମୟରେ ବୋରିସ୍‌ ଅତି ନିରାଶ ହୋଇ କହିଛନ୍ତି ଯେ, ସ୍ବାସ୍ଥ୍ୟ ସଚିବ ମ୍ୟାଟ୍‌ଙ୍କୁ କୌଣସି ଭରସା ନାହିଁ। ସେହିପରି ଏପ୍ରିଲ ୨୭ର ଏକ ଚାଟ୍‌କୁ ମଧ୍ୟ କମିଙ୍ଗ୍‌ସ ଲିକ୍‌ କରିଛନ୍ତି। ଏହି ଚାଟ୍‌ରେ ବୋରିସ୍‌ ସ୍ପଷ୍ଟ କହିଛନ୍ତି ଯେ, ପିପିଇ କିଟ୍‌ ପାଇଁ ମ୍ୟାଟ୍‌ ହିଁ ଦାୟୀ। ଏହି ଦାୟିତ୍ୱ ତାଙ୍କ ସ୍ଥାନରେ କ୍ୟାବିନେଟ୍‌ କାର୍ଯ୍ୟାଳୟ ମନ୍ତ୍ରୀ ମାଇକେଲ୍‌ ଗୋଭ୍‌ଙ୍କୁ ଦିଆଯିବା ଉଚିତ୍‌।

ଏହି ଚାଟ୍‌ ଆଧାରରେ କମିଙ୍ଗ୍‌ସ ବୋରିସଙ୍କୁ ଟାର୍ଗେଟ କରିଛନ୍ତି। ସେ ତାଙ୍କ ବ୍ଲଗ୍‌ ପୋଷ୍ଟରେ ଲେଖିଛନ୍ତି, ମ୍ୟାଟ୍‌ କରୋନା ସମୟରେ ପରୀକ୍ଷା କରୁଛନ୍ତି। ପିପିଇ କିଟ୍‌ ନେଇ ସମ୍ପୂର୍ଣ୍ଣ ବିଫଳ ବୋଲି ପ୍ରମାଣିତ ହୋଇଛି। ଏହାକୁ ବୋରିସ୍‌ କଡ଼ା ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?