ରାଜକୁମାରୀଙ୍କୁ କ୍ୟାନସର, ତଥାପି ତୁଟୁନି ରାଜ ପରିବାର କଳି

ଲଣ୍ଡନ,୨୮।୩: ବ୍ରିଟିଶ ରାଜ ପରିବାରର ଦୁଇ ଭାଇଙ୍କ ମଧ୍ୟରେ ମତଭେଦ ବଢିବାରେ ଲାଗିଛି। ରାଜକୁମାରୀ କେଟ ମିଡଲେଟନ କ୍ୟାନସର ରୋଗ ସହ ସଂଗ୍ରାମ କରୁଛନ୍ତି। ଏହି ସମୟ ମଧ୍ୟରେ ତାଙ୍କ ସ୍ବାମୀ ପ୍ରିନ୍ସ ୱିଲିୟମ ତାଙ୍କ ସାନଭାଇ ପ୍ରିନ୍ସ ହ୍ୟାରିଙ୍କୁ ଭେଟିବାକୁ ଚାହାଁନ୍ତି ନାହିଁ। କୁହାଯାଉଛି ଯେ, ହ୍ୟାରି ମେ’ରେ ବ୍ରିଟେନକୁ ଆସିପାରନ୍ତି। ଏହି ସମୟ ମଧ୍ୟରେ ସେ ତାଙ୍କ ଭାଇ ଏବଂ ଭାଉଜଙ୍କୁ ମଧ୍ୟ ଭେଟିବାର ଅଛି। ଏକ ସାକ୍ଷାତକାରରେ ପ୍ରିନ୍ସ ୱିଲିୟମଙ୍କ ବନ୍ଧୁ କହିଛନ୍ତି ଯେ, ରାଜକୀୟ ଦମ୍ପତି ଏବଂ ସେମାନଙ୍କ ପିଲାମାନେ ଏହି ସମୟରେ ଶାନ୍ତି ଆବଶ୍ୟକ କରୁଛନ୍ତି। ଯଦି ପ୍ରିନ୍ସ ହ୍ୟାରି ଏହି ସମୟ ମଧ୍ୟରେ ସେମାନଙ୍କୁ ଭେଟିବାକୁ ଆସନ୍ତି, ତେବେ ଏହା ଡ୍ରାମା ସୃଷ୍ଟି କରିପାରେ, ଯାହା ଏହି କଷ୍ଟ ସମୟରେ ଭଲ ହେବ ନାହିଁ।

 

 


Enter your email to get our daily news in your inbox.

All Right Reserved By Dharitri.Com

୧,୨,୩,୪,୫…ଲଗାତର ଶତକ ପରେ ଷଷ୍ଠ ଶତକ ପୂର୍ବରୁ ହେଲା ବଡ଼ ଓଲଟପାଲଟ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ନୂଆଦିଲ୍ଲୀ,୨୯।୧:ଟେଷ୍ଟ କ୍ରିକେଟ ପ୍ରାୟ ୧୫୦ ବର୍ଷ ଧରି ଖେଳାଯାଉଛି, କିନ୍ତୁ ଏହି ଫର୍ମାଟର ଇତିହାସରେ କେବଳ ଜଣେ ବ୍ୟାଟସମ୍ୟାନ ଲଗାତାର ପାଞ୍ଚଟି ଇନିଂସରେ ଶତକ ହାସଲ କରିବାର…

କପ୍ତିପଦାରେ ଜବରଦଖଲ ଉଚ୍ଛେଦ, ଏନଏସି ମାନ୍ୟତା ପାଇବା ପରେ…

ଉଦଳା,୨୯।୧(ସନ୍ତୋଷ କୁମାର ବାଚ୍ଛିନୀ): ନୂତନ ଏନଏସି ଭାବେ କପ୍ତିପଦା ଘୋଷଣା ହୋଇଛି । ଏନଏସି ମାନ୍ୟତା ପାଇବା ପରେ ଆଜି ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା…

ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅବିଭାବକ: ଶିକ୍ଷକ ନଥିବାରୁ…

ଧର୍ମଶାଳା,୨୯।୧(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ରସୁଲପୁର ବ୍ଲକ କଲଣ ପଞ୍ଚାୟତ ନୂଆହାଟ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବରୁ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ…

କାହିଁକି ଇସ୍ରାଏଲ ଯାଉଛନ୍ତି ମୋଦି? ପାକିସ୍ତାନ ସହ ହଜିବ ହମାସର ନିଦ

ନୂଆଦିଲ୍ଲୀ/ଇସଲାମାବାଦ,୨୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଇସ୍ରାଏଲ ଗସ୍ତ ସମ୍ପର୍କରେ ପୁଣି ଥରେ ଆଲୋଚନା ଜୋର ଧରିଛି। ରିପୋର୍ଟ ଅନୁଯାୟୀ ଏହି ଗସ୍ତ ୨୭-୨୮ ଫେବୃଆରୀ, ୨୦୨୬ ରେ…

ନବୀନଙ୍କୁ ନେଇ ସ୍ପଷ୍ଟୀକରଣ ରଖିଲେ ଦିବ୍ୟଶଙ୍କର ମିଶ୍ର, କହିଲେ ଭାଜପା ଆସିବା ପରେ ଓଡ଼ିଶାବାସୀ…

ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): ପୂର୍ବତନ ଏମ୍‌ପି ତଥା ବଲାଙ୍ଗୀର ବିଧାୟକ କଳିକେଶ ସିଂହଦେଓଙ୍କ ସମ୍ପର୍କରେ ଦେଇଥିବା ମତାମତ ସମ୍ପର୍କରେ ଗୁରୁବାର ଭବାନୀପାଟଣା ମିଡ୍‌ ଟାଉନଠାରେ ଅନୁଷ୍ଠିତ ଏକ…

ଏହି ଦାବି ନେଇ ଟ୍ରାକ୍ଟର ମାଲିକଙ୍କ ମେଳି: କହିଲେ ମନ ଇଚ୍ଛା ଜରିମାନା ବନ୍ଦ କର, ନଚେତ୍‌…

ପାଟଣା,୨୯।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକର ଟ୍ରାକ୍ଟର ମାଲିକମାନଙ୍କୁ ନେଇ ଗଠିତ ବୈତରଣୀ ଟ୍ରାକ୍ଟର ମାଲିକ ସଂଘ ଗୁରୁବାର ପାଟଣା ଷ୍ଟାଡିୟମରେ…

ଯୁକ୍ତ ୨ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା, ୬ ଜଣ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍

ବ୍ରହ୍ମପୁର,୨୯।୧(ସୁବାସ ଚନ୍ଦ୍ର ପାଢ଼ୀ): ସ୍ୱତନ୍ତ୍ର ପୋକସ ଜଜ ପ୍ରଣତି ପଟ୍ଟନାୟକ ଏକ ଗଣବଳାତ୍କାର ମାମଲାର ଗୁରୁତ୍ୱପୂର୍ଣ ରାୟ ପ୍ରକାଶ କରିଛନ୍ତି । ଉପଯୁକ୍ତ ପ୍ରମାଣ ଆଧାରରେ ସେ…

କଲେଜ ଯାଉଥିବାବେଳେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ଆକ୍ରମଣ କରି ୨ ବାଇକ ଆରୋହୀ ଫେରାର୍‌, ଚେତାଶୂନ୍ୟ ଅବସ୍ଥାରେ…

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ବିଜ୍ଞାନ କଲେଜର ଯୁକ୍ତ ୨ କଳା ବିଭାଗ ପ୍ରଥମବର୍ଷ ଛାତ୍ରୀଙ୍କୁ ଗୁରୁବାର ବାଇକରେ ଆସିଥିବା ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri