ପିଲାଙ୍କ ଆଖିରେ ଫେବିକୁଇକ୍‌ ଅଠା ମାରିଦେବା ଘଟଣାରେ ନିଆଗଲା ବଡ଼ କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…

ଫୁଲବାଣୀ, ୧୩।୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଂଚାୟତ ସଲାଗୁଡା ସେବାଶ୍ରମରେ ଛାତ୍ରଙ୍କ ଆଖିରେ ସହପାଠୀ ଫେବିକୁଇକ ଲଗାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ହୋଇଛି। ଜିଲାପାଳ ବେଦ ଭୂଷଣ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି। ପ୍ରଧାନଶିକ୍ଷକ ହେଲେ ମନୋରଞ୍ଜନ ସାହୁ। କାର୍ଯ୍ୟରେ ଅବହେଳା, ବିଦ୍ୟାଳୟରେ ରହୁ ନ ଥିବା ନେଇ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୂଚନାଯୋଗ୍ୟ, ଗୁରୁବାର ରାତି ୯ଟା ସମୟରେ ସମସ୍ତେ ଖାଇ ସୋଇଥିବା ବେଳେ କିଛି ସହପାଠୀ ଛାତ୍ର ୪ର୍ଥ ଓ ୫ମରେ ପଢ଼ୁଥିବା ୮ ଛାତ୍ରଙ୍କ ଆଖିରେ ଫେବିକୁଇକ ଲଗାଇ ଦେଇଥିଲେ। ସେମାନଙ୍କ ମଧ୍ୟରୁ ୭ ଜଣ ଗୁରୁତର ଅବସ୍ଥାରେ ଫୁଲବାଣୀ ମେଡ଼ିକାଲକୁ ଅଣାଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଭଲ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?