ଜେଲ୍‌ରେ ଥାଇ କଲ୍‌ଗର୍ଲଙ୍କୁ ଡାକିଲେ କଏଦୀ, ଅଶ୍ଳୀଳ ଫଟୋ ସାମ୍ନାକୁ ଆସିବା ପରେ…

ଲଣ୍ଡନ,୨୭ା୬: ଜେଲ୍‌ରେ ସଜା କାଟୁଥିବା ଜଣେ କଏଦୀ କଲ୍‌ଗର୍ଲଙ୍କୁ ଡାକିଥିଲେ। ଏହି ଘଟଣାର ଖୁଲାସା ହେଲା ଯେତେବେଳେ ମୋବାଇଲରେ ଉଠା ଯାଇଥିବା ଅଶ୍ଳୀଳ ଫଟୋ ଭାଇରାଲ ହେଲା। ତେବେ ଏହି ଫଟୋ ସାମ୍ନାକୁ ଆସିବା ପରେ ଜେଲ୍‌ର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଉକ୍ତ ଘଟଣାକୁ ନେଇ ଜେଲ୍‌ ପରିସରରେ ହଙ୍ଗାମା ହୋଇଛି।

ଘଟଣାଟି ବ୍ରିଟେନର ସଫୋକର ଏଚ୍‌ଏମ୍‌ ଜେଲରେ ହୋଇଛି। ଏଠାରେ ଥିବା କଏଦୀ ଜଣକ ଜଣେ କଲ୍‌ଗର୍ଲଙ୍କୁ ଡାକିଥିଲେ। ପରେ ସେମାନେ ଅଶ୍ଳୀଳ ଫଟୋ ଉଠାଇଥିଲେ। ଫଟୋଗୁଡ଼ିକ ଭାଇରାଲ ହେବା ପରେ ଘଟଣା ଲୋକଲୋଚନକୁ ଆସିଥିଲା। ଏଠାରେ ପ୍ରଶ୍ନ ଉଠୁଛି କଲ୍‌ଗର୍ଲ କିପରି ଜେଲ୍‌ ମଧ୍ୟକୁ ଆସିଲେ। ଏହାବ୍ୟତୀତ ଜେଲ୍‌ରେ କଏଦୀଙ୍କ ପାଇଁ ଇଲୋକ୍‌ଟ୍ରୋନିକ୍ସ ଉପକରଣ ପ୍ରତି ପ୍ରତିବନ୍ଧକ ରହିଛି। କିନ୍ତୁ ଏହି କଏଦୀଙ୍କ ନିକଟକୁ ଫୋନ୍‌ ଆସିଲା କେମିତି?

ଏହି ଘଟଣାର ଏବେ ଯାଞ୍ଚ ଆରମ୍ଭ ହୋଇଛି। ଜେଲ୍‌କୁ ଆସିଥିବା ସନ୍ଦିଗ୍ଧ ମହିଳାଙ୍କୁ ଖୋଜା ଚାଲିଛି। ଯାହା ଜଣାପଡୁଛି କୌଣସି ମହିଳା କଏଦୀଙ୍କ ଦ୍ୱାରା ଏହି କଲଗର୍ଲ ଜେଲ୍‌ ମଧ୍ୟକୁ ଆସିଛନ୍ତି। ପରେ ପୁରୁଷ କଏଦୀଙ୍କ ନିକଟକୁ ଯାଇଛନ୍ତି। ଯେଉଁଠି ଦୁର୍ଦ୍ଦାନ୍ତ ଅପରାଧୀମାନେ ରୁହନ୍ତି। ଏହି ଅପରାଧୀମାନେ ହିଂସା ଏବଂ ବଳାତ୍କାର ମାମଲାରେ ସଜା କାଟୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ସେପ୍ଟେମ୍ବର ୧ରେ ବୁଧ-ଗୁରୁ-ମଙ୍ଗଳଙ୍କ ମହାଚଳନ: ସୁନା ଥାଳିରେ ଖାଇବେ ଏହି ୫ ରାଶି!

ଗଣିତ ଜ୍ୟୋତିଷ ଗଣନା ଏବଂ ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ୧ ସେପ୍ଟେମ୍ବର ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ଦିନ ହେବ। ଏହି ଦିନ ଅନେକ ଗ୍ରହ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri