ଅଜୀର୍ଣ୍ଣ ସମସ୍ୟା ହୋଇଥିଲେ…

ଆଜିକାଲି ମନଲୋଭା ଖାଦ୍ୟ ଦେଖିଲେ ତାହାକୁ ଖାଇବାକୁ ପ୍ରାୟ ଅନେକେ ମନ ବଳାଇ ଥାଆନ୍ତି। ଏହି ସମୟରେ ନିଜ ଲୋଭକୁ ସମ୍ବରଣ କରି ନ ପାରି ଆମେ ଅଜୀର୍ଣ୍ଣ ସମସ୍ୟା ସମ୍ମୁଖୀନ ହୋଇଥାଉ। କାରଣ ସେତେବେଳେ ଜଣେ ଏଭଳି ଖାଦ୍ୟ ଖାଇଥାଆନ୍ତି ଯାହା ସହଜରେ ହଜମ ହୋଇ ନ ଥାଏ। ତେବେ ଏଭଳି ସ୍ବାସ୍ଥ୍ୟ ସମସ୍ୟାଠାରୁ ନିଜକୁ ଦୂରେଇ ନ ରଖିଲେ ପରବର୍ତ୍ତୀ ସମୟରେ ତାହା ଜଟିଳ ଆକାର ଧାରଣ କରିବାର ଆଶଙ୍କା ରହିଛି। ତେଣୁ ସବୁବେଳେ ମସଲାଯୁକ୍ତ ଖାଦ୍ୟ ଯେତେ କମ୍‌ ଖାଇବେ ତାହା ସେତେ ଭଲ। ଆଉ ଏକ କଥା ହେଲା ଖାଇବାର ସମୟ। ସବୁବେଳେ ଠିକ୍‌ ସମୟରେ ଖାଆନ୍ତୁ। ଖାଇବା ମଧ୍ୟରେ ଯଦି ଅଧିକ ବ୍ୟବଧାନ ରହିଲା, ତେବେ ତାହା ପେଟରେ ଏସିଡିଟି ସୃଷ୍ଟି କରିଥାଏ। ଏହାବ୍ୟତୀତ ଖାଉଥିବା ଖାଦ୍ୟ ମଧ୍ୟ ହଜମ ହୋଇ ନ ଥାଏ। ଏକାଥରେ ପୁଳାଏ ଖାଦ୍ୟ ନ ଖାଇ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ଅଳ୍ପ ଅଳ୍ପ ଖାଇଲେ ଭଲ। ସବୁବେଳେ ସୁପାଚ୍ୟ ଖାଦ୍ୟ ଖାଆନ୍ତୁ। ଯଦି ବିଳମ୍ବିତ ରାତ୍ରଭୋଜନ ଅଭ୍ୟାସ ରହିଛି ତେବେ ତାହାକୁ ବଦଳାନ୍ତୁ। କାରଣ ଏହା ହେଉଛି ଅଜୀର୍ଣ୍ଣ ସମସ୍ୟାର ଆଉ ଏକ କାରଣ। ରାତ୍ରଭୋଜନ ଏବଂ ଶୋଇବା ମଧ୍ୟରେ ଅତିକମ୍‌ରେ ଦୁଇ ଘଣ୍ଟା ବ୍ୟବଧାନ ରହିଲେ ଭଲ।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ

ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି ।…

କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ

ଥିରୁଭାନନ୍ତପୁର,୧୩ା୫:  ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି।…

ଅମୂଲ ପରେ ବଢ଼ିଲା ଏହି କ୍ଷୀରର ଦର, ରାତି ପାହିଲେ ଲାଗୁ ହେବ ନୂଆ ଦାମ୍

ନୂଆଦିଲ୍ଲୀ,୧୩ା୫: ଅମୂଲ ପରେ ଏବେ ଆଉ ଏକ କ୍ଷୀର ଦର ବୃଦ୍ଧି ପାଇଛି । ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି । କମ୍ପାନୀ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri