ଶେଷ ହେଉ ନାହିଁ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସର ସମସ୍ୟା

ମୁମ୍ବାଇ,୨୧।୩: ଆଗାମୀ ଆଇପିଏଲରେ ପ୍ରଥମ ଥର ପାଇଁ ଭାଗ ନେବାକୁ ଯାଉଥିବା ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ ଦଳର ସମସ୍ୟା ଶେଷ ହେଉ ନାହିଁ। ଇଂଲଣ୍ଡ ପେସର ମାର୍କ ଉଡ୍‌ ଆଇପିଏଲ-୧୫ରୁ ଓହରିବା ପରେ ଫ୍ରାଞ୍ଚାଇଜ ପକ୍ଷରୁ ବାଂଲାଦେଶ ପେସର ତାସ୍କିନ ଅହମ୍ମଦଙ୍କ ସହ ଯୋଗାଯୋଗ କରାଯାଇଥିଲା। କିନ୍ତୁ ତାଙ୍କୁ ଆଇପିଏଲରେ ଭାଗ ନେବା ପାଇଁ ନୋ ଅବଜେକ୍‌ଶନ ପ୍ରମାଣପତ୍ର ଦେବାକୁ ମନା କରି ଦେଇଛି ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି)।

“ଚଳିତ ଦକ୍ଷିଣ ଆଫ୍ରିକା ସିରିଜ୍‌ ପରେ ବାଂଲାଦେଶକୁ ଭାରତ ସହିତ ଗୁରୁତ୍ୱପୂର୍ଣ୍ଣ ସିରିଜ୍‌ ଖେଳିବାର ଅଛି। ଏଣୁ ଆଇପିଏଲରେ ତାଙ୍କର ଅଂଶଗ୍ରହଣ କରିବା ଉଚିତ ହେବ ନାହିଁ। ଆମେ ତାସ୍କିନଙ୍କ ସହ କଥା ହୋଇଛୁ। ସେ ପରିସ୍ଥିତି ବୁଝିପାରିଛନ୍ତି। ସେ ଆଇପିଏଲରେ ଖେଳିପାରିବେ ନାହିଁ ବୋଲି ଫ୍ରାଞ୍ଚାଇଜଙ୍କୁ ଜଣାଇ ଦେଇଛନ୍ତି” ବୋଲି ବିସିବି କ୍ରିକେଟ ଅପରେଶନ୍ସ ଚେୟାରମ୍ୟାନ ଜଲାଲ ୟୁନୁସ କହିଛନ୍ତି। ଉଲ୍ଲେଖଯୋଗ୍ୟ, ଲୋକେଶ ରାହୁଲଙ୍କ ନେତୃତ୍ୱାଧୀନ ଜିଆଣ୍ଟସ ୨୮ ତାରିଖରେ ଗୁଜରାଟ ଲାୟନ୍ସକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri