ପୁରୀରେ ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ପୁରୀ ଅଫିସ,୭।୮: ଶ୍ରୀମନ୍ଦିର ପରିକ୍ରମା ଯୋଜନାରେ ପୁଣି ଆରମ୍ଭ ହୋଇଛି ଉଚ୍ଛେଦ ପ୍ରକ୍ରିୟା। ପୁଣି ଘର ଭାଙ୍ଗୁଛି ପ୍ରଶାସନ। ଶ୍ରୀମନ୍ଦିରର ୭୫ମିଟର ବଳୟରେ ଥିବା ଅବଶିଷ୍ଟ ଘରକୁ ଉଚ୍ଛେଦ କରାଯାଇଛି। ବାସେଲିସାହି ମନ୍ଦିର ପାଖରେ ୩ଟି ଘର ଉଚ୍ଛେଦ କାମ ଚାଲିଛି। ସେପଟେ ଏହି ଉଚ୍ଛେଦକୁ ନେଇ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି। ଯେଉଁମାନଙ୍କ ଘର ଭଙ୍ଗା ଚାଲିଛି ସେମାନେ ଟଙ୍କା ନୁହେଁ ଘର ବଦଳରେ ଘର ଦାବି କରିଛନ୍ତି। ଶ୍ରୀମନ୍ଦିର ପାଖରେ ଘର ଖଣ୍ଡେ ଦେବାକୁ ପ୍ରଶସନ ନିକଟରେ ଲିଖିତ ଦାବି କରିଛନ୍ତି। ଦାବି ପୂରଣ ହେବା ପରେ ଯାଇ ଆମେ ଘର ଛାଡିବୁ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜରାଜୀର୍ଣ୍ଣ ଅବସ୍ଥାରେ କଠଉଣୀ ମଠ ପୋଖରୀ

ଜେନାପୁର,୧୪ା୮(ଅଶୋକ ଦାସ): ଯାଜପୁର ଜିଲା ଧର୍ମଶାଳା ବ୍ଲକ୍‌ ଅନ୍ତର୍ଗତ ସହାଣୀଡ଼ିହ ପଞ୍ଚାୟତ ଚାରଗୋଠ ଗ୍ରାମ ନିକଟରେ ଥିବା ଶହେବର୍ଷରୁ ଊଦ୍ଧର୍‌ବ କଠଉଣୀ ମଠ ପୋଖରୀ ଏବେ...

ଦାଉ ସାଧିଲାଣି ସାର ଦର

କେନ୍ଦ୍ରାପଡ଼ା,୧୧ା୮(ଜଗନ୍ନାଥ ଧଳ): ଲଗାଣ ବର୍ଷା ପରେ କେନ୍ଦ୍ରାପଡ଼ା ଜିଲାରେ ମଧ୍ୟମ ଧରଣର ବନ୍ୟା ହୋଇଥିଲା। ଜିଲାର ୭ ନଦୀ ଓ ୨୭ ଶାଖା ନାଳରେ ବନ୍ୟା...

ଶିବନାରାୟଣପୁରରୁ ବଞ୍ଚୋ ପର୍ଯ୍ୟନ୍ତ ବିଜେଡିର ଜନସମ୍ପର୍କ ଅଭିଯାନ

ହାଟଡିହୀ,୨୦।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩୬ନଂ. ଜୋନ୍‌ ଶିବନାରାୟଣପୁର ଠାରୁ ବଞ୍ଚୋ ଯାଏ ଜନସମ୍ପର୍କ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବଞ୍ଚୋ ସରପଞ୍ଚଙ୍କ...

ଦଉଡ଼ି ସାଜିଛି ନଦୀପାର ମାଧ୍ୟମ

କୋଟଗଡ,୧୪ା୧୦(ଡି.ଏନ.ଏ.): କନ୍ଧମାଳ ଜିଲାରେ ଏଭଳି କେତେକ ସ୍ଥାନ ଅଛି ଯେଉଁଠି କି ବର୍ତ୍ତମାନ ପର୍ଯ୍ୟନ୍ତ ପୋଲ କିମ୍ବା ଭଲ ରାସ୍ତାଖଣ୍ଡେ ନାହିଁ। ଫଳରେ ଲୋକେ ଯାତାୟାତରେ...

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଆଉ ୪ ଦିନ: ଭୋଟରଙ୍କୁ ମନାଇବାକୁ ଜୋରଦାର କସରତ

ଅନୁଗୋଳ ଅଫିସ, ୧୮।୪- ତୃତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ତେଣୁ ପ୍ରଚାର ପାଇଁ ପ୍ରାର୍ଥୀଙ୍କ ହାତରେ ଆଉ ମାତ୍ର ୪...

ଜିଲାପାଳଙ୍କୁ ଭେଟିଲେ ସେବାୟତ

ବାରିପଦା ଅଫିସ, ୧୩ା୫- ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉଙ୍କ ମନ୍ଦିରର ସେବାୟତମାନେ ମଙ୍ଗଳବାର ଜିଲାପାଳଙ୍କୁ ଭେଟି ୨ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଛନ୍ତି। କାର୍ଯ୍ୟରତ...

କାଳବୈଶାଖୀ ତାଣ୍ଡବରେ ବେସାହାରା ୧୫ ପରିବାର

ବେଗୁନିଆପଡ଼ା,୧୩ା୬: ସୋମବାର ଅପରାହ୍ନରେ କାଳ ବୈଶାଖୀର ତାଣ୍ଡବରେ ବେସାହାରା ହୋଇଛନ୍ତି ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଫାଶୀ ହରିଜନ ସାହିର ୧୫ ପରିବାର। ଦୀର୍ଘ...

ଦିଗପହଣ୍ଡି ଗ୍ରାମାଞ୍ଚଳରେ ଯୁବ ସଙ୍ଗଠନ ପକ୍ଷରୁ ଜନସଚେତନତା

ଦିଗପହଣ୍ଡି,୨୫।୩(ଡି.ଏନ୍‌.ଏ.): କରୋନା (କୋଭିଡ-୧୯)ର ମୂକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ...

Advertisement
Archives

Model This Week