Posted inଜାତୀୟ

ଆତଙ୍କବାଦୀଙ୍କୁ ଆଶ୍ରୟ ଦେଲେ ସମ୍ପତ୍ତି ବାଜ୍ୟାପ୍ତ ହେବ

ଶ୍ରୀନଗର,୨୭।୩: ଜାଣିଶୁଣି ଆତଙ୍କବାଦୀମାନଙ୍କୁ ଆଶ୍ରୟ ଦେଉଥିବା ଗୃହ ମାଲିକଙ୍କ ସମ୍ପତ୍ତି ବାଜ୍ୟାପ୍ତ କରାଯିବ ବୋଲି ଜମ୍ମୁ-କଶ୍ମୀର ପୋଲିସ ଶନିବାର ଘୋଷଣା କରିଛି। ଆତଙ୍କବାଦ ଉଦ୍ଦେଶ୍ୟରେ ବ୍ୟବହୃତ ସମ୍ପତ୍ତିକୁ ଶ୍ରୀନଗର ପୋଲିସ ଜବତ କରିବ ବୋଲି କେତେକ ମହଲରେ ଭୁଲ୍‌ ତଥ୍ୟ ଓ ଗୁଜବ ପ୍ରଚାର ହୋଇଥିଲା। ଶ୍ରୀନଗର ପୋଲିସ କହିଛି, ଇଚ୍ଛାକୃତ ଭାବେ ଆତଙ୍କବାଦୀଙ୍କୁ ଆଶ୍ରୟ ଦେବା ଏବଂ ସେମାନଙ୍କ ଚାପରେ ପଡ଼ି ଆଶ୍ରୟ ଦେବା ମଧ୍ୟରେ ପାର୍ଥକ୍ୟ ସମ୍ପର୍କରେ ସେମାନେ ଅବଗତ ଅଛନ୍ତି। ମାମଲାର ତଦନ୍ତ ପରେ ସମ୍ପତ୍ତି ବାଜ୍ୟାପ୍ତି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥାଏ। ବେଆଇନ କାର୍ଯ୍ୟକଳାପ ପ୍ରତିକାର ଆଇନର ଧାରା ୨(ଜି) ଏବଂ ୨୫ ବହୁବର୍ଷ ଧରି କାର୍ଯ୍ୟକାରୀ ହୋଇଆସୁଛି। ଏହା ସତ୍ତ୍ୱେ କେତେକ ଅଜ୍ଞତାବ ଶତଃ ଚାପରେ ପଡ଼ି ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ଦର୍ଶାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri