ନିଲାମ ହେବ ସର୍ବସାଧାରଣ ସମ୍ପତ୍ତି

କୋକସରା,୨୨ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ପଞ୍ଚାୟତ ନିୟନ୍ତ୍ରଣ ଓ ପରିଚାଳନା ଅଧୀନରେ ଥିବା ସର୍ବସାଧାରଣ ସମ୍ପତ୍ତି ଯଥା ହାଟ, ବଜାର,ପୋଖରୀ, କଟା,ଫଳ ବଗିଚା ଇତ୍ୟାଦିକୁ ଆସନ୍ତା ୨୦୨୨/୨୩ ଓ ପରବର୍ତ୍ତୀ ବର୍ଷ ପାଇଁ ଧର୍ମଗଡ଼ ଉପଜିଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ ଧାର୍ଯ୍ୟ ମୂଲ୍ୟ ମିଆଦ ଅନୁସାରେ ନିଲାମ ହେବ। ଏନେଇ ଏକ ବୈଠକ କୋକସରା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ନିଲାମ ବୈଠକରେ କୋକସରା, ଚିଲିଗୁଡ଼ା ଗଡ଼ରାମାଲ ଓ ନୂଆପଡ଼ା ଗ୍ରାମର ଜନସାଧାରଣ ଉପସ୍ଥିତ ଥିଲେ। ପଞ୍ଚାୟତର ପ୍ରତି ଗ୍ରାମରେ ଥିବା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଏହି ନିଲାମ ପ୍ରକ୍ରିୟାରେ ଆଗ୍ରାଧିକାର ଦିଆଯାଇଛି। ନିଲାମ ବୈଠକରେ ବ୍ଲକ ଅଧିକାରୀ ଅଶୋକ କୁମାର ସେଠୀ ସମେତ ପଞ୍ଚାୟତ ପିଇଓ ବିରଞ୍ଚି ଖରସେଲ, ସରପଞ୍ଚ କିଶୋର ଚନ୍ଦ୍ର ପ୍ରଧାନୀ ଉପସ୍ଥିତ ରହି ନିଲାମ ପ୍ରକ୍ରିୟା ପରିଚାଳନା କରିଥିଲେ। ଏଥିରେ ନାଏବ ସରପଞ୍ଚ, ଓ୍ବାର୍ଡ ସଭ୍ୟା/ସଭ୍ୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri