Posted inଜାତୀୟ

ରାହୁଲ-ଖାର୍ଗେଙ୍କ କାମରେ ସନ୍ତୁଷ୍ଟ ନୁହେଁ ଜନତା! କଂଗ୍ରେସର ଚିନ୍ତା ବଢାଇବ ଏହି ସର୍ଭେ

ନୂଆଦିଲ୍ଲୀ,୧୪।୪: ୨୦୨୪ ଲୋକ ସଭା ନିର୍ବାଚନରେ ନରେନ୍ଦ୍ର ମୋଦିଙ୍କ ସରକାରକୁ କେନ୍ଦ୍ରୀୟ ଶକ୍ତିରୁ ହଟାଇବା ପାଇଁ କଂଗ୍ରେସ ନିଜର ସମସ୍ତ ଶକ୍ତି ଲଗାଇ ଦେଇଛି। ଅଣ ଏନଡିଏ ଦଳଗୁଡ଼ିକୁ ଇଣ୍ଡିଆ ମିଳିତ ମଞ୍ଚରେ ଗ୍ରହଣ କରି କଂଗ୍ରେସ ନିର୍ବାଚନ ଲଢେଇ ଜାରି ରଖିଛି। ତେବେ ନରେନ୍ଦ୍ର ମୋଦିଙ୍କ ପରି ଜଣେ ବରିଷ୍ଠ ନେତାଙ୍କ ସାମ୍ନାରେ କଂଗ୍ରେସ ନେତା ରାହୁଲ ଗାନ୍ଧି କିମ୍ବା ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଦେଶ କେତେ ପସନ୍ଦ କରୁଛି ତାହା ଜାଣିବାବା ପାଇଁ ଜନତାଙ୍କର ରହିଛି ଖୁବ୍‌ ଆଗ୍ରହ।

ଏହି କ୍ରମରେ, ଏକ ଘରୋଇ ଟେଲିଭିଜନ ଚ୍ୟାନେଲ କାର୍ଯ୍ୟକ୍ରମରେ ନିର୍ବାଚନକୁ ନେଇ କଂଗ୍ରେସର ସ୍ଥିତି ଜାଣିବାକୁ ପ୍ରୟାସ କରାଯାଇଥିଲା। ଏହି ସର୍ଭେରେ ଦେଶର ସମସ୍ତ ୫୪୩ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଲୋକଙ୍କ ସହ ଆଲୋଚନା କରାଯାଇଛି। ଏଥିରେ ଅଧିକାଂଶ ଲୋକ ରାହୁଲ ଗାନ୍ଧୀ କିମ୍ବା କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ କାର୍ଯ୍ୟରେ ଖୁସି ନୁହଁନ୍ତି ବୋଲି ଜଣାପଡିଛି।

ଏହି ସର୍ଭେ ରିପୋର୍ଟ ଅନୁଯାୟୀ, ୪୧% ଲୋକ ରାହୁଲ ଗାନ୍ଧୀଙ୍କ କାର୍ଯ୍ୟରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଯେତେବେଳେ କି କେବଳ ୨୩ ପ୍ରତିଶତ ଲୋକ ସେମାନଙ୍କ କାର୍ଯ୍ୟରେ ବହୁତ ଖୁସି ଅଛନ୍ତି । ୧୯ ପ୍ରତିଶତ ଲୋକ କମ ସନ୍ତୁଷ୍ଟ ଅଛନ୍ତି।
ସେହିଭଳି ୩୭ ପ୍ରତିଶତ ଲୋକ ମଲ୍ଲିକାର୍ଜୁନ ଖାର୍ଗେଙ୍କ କାର୍ଯ୍ୟରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଯେତେବେଳେ କି କେବଳ ୧୩ ପ୍ରତିଶତ ଲୋକ ବହୁତ ସନ୍ତୁଷ୍ଟ ଏବଂ ୧୭ ପ୍ରତିଶତ ଲୋକ ଖାର୍ଗେଙ୍କ କାର୍ଯ୍ୟରେ କମ ସନ୍ତୁଷ୍ଟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri