ଜନସାଧାରଣ ଭୟଭୀତ ହେବାର ଆବଶ୍ୟକ ନାହିଁ: ଏସ୍‌ଆରସି

ଭୁବନେଶ୍ୱର,୨।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ନେଇ ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ପ୍ରେସମିଟ କରିଛନ୍ତି । ଏଥିରେ ସେ କହିଛନ୍ତି ଯେ, ଆଇଏମ୍‌ଡିଡିଜିଙ୍କ ସହ ଆମେ ସଂପର୍କରେ ରହିଛୁ । ଆଗୁଆ ପଦକ୍ଷେପ ନେବାରେ ରାଜ୍ୟ ସରକାର କୌଣସି କୋହଳ କରିନାହାନ୍ତି । ବାତ୍ୟା ଆଶ୍ରୟସ୍ଥଳୀକୁ କାର୍ଯ୍ୟକ୍ଷମ କରାଯାଇଛି । ମେ ପହିଲାରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲାଯାଇଛି। ଜନସାଧାରଣ ଭୟଭୀତ ହେବାର ଆବଶ୍ୟକ ନାହିଁ । କେବଳ ଆଗୁଆ ସତର୍କ ଓ ସଜାଗ ରହିବା ଜରୁରୀ । ବାତ୍ୟା ନେଇ ସଠିକ ସୂଚନା ମିଳିନାହିଁ । କିନ୍ତୁ ଆଗୁଆ ଏନ୍‌ଡିଆର୍‌ଏଫ, ଓଡିଆରଏଏଫ ଟିମ୍‌କୁ ସଜାଗ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri