Posted inଫୁରସତ

ଖେଳିବାକୁ ଯାଇଥିଲେ ହେଲେ ଏମିତି ଅବସ୍ଥା କରିଦେଲେ କୁକୁର ଛୁଆ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ଛୋଟ ପିଲାଟି ବଗିଚାରେ କୁକୁର ଛୁଆଙ୍କ ସହ ଖେଳୁଥିବା ଦେଖିବାକୁ ମିଳୁଛି। ସେହ ସ୍ଥାନରେ ବଡ଼ କୁକୁଙ୍କୁ ତାର ଜାଲିରେ ରଖା ଯାଇଛି। ପିଲାଟି ବଗିଚାରେ ଦୌଡ଼ୁଥିବା ବେଳ କୁକୁର ଛୁଆଗୁଡିକ ତାହା ପଛରେ ଦୌଡୁଛନ୍ତି। ପିଲାଟି ତଳେ ପଡ଼ିଗଲେ ଛୁଆଗୁଡିକ ତାକୁ ଘେରି ଯାଉଛନ୍ତି। ଭିଡିଓକୁ ବୁଇଟେନ୍‌ ଗେବିଡେନ୍‌ ନାମକ ଟୁଇଟର ହ୍ୟାଣ୍ଡେଲରେ ଶେୟାର ହୋଇଛିି। କ୍ୟାପଶନ୍‌ରେ ଲେଖିଛନ୍ତି, ‘ଏହି ସ୍ବର୍ଗ’ । ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 

https://twitter.com/buitengebieden_/status/1383680492310982657


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବିଭାଗରେ ଚହଳ! ନାବାଳିକାଙ୍କୁ ଗର୍ଭବତୀ କଲେ ଶିକ୍ଷକ, ଗର୍ଭପାତ ପାଇଁ ଯାଉଥିବାବେଳେ ବାଟରେ…

କିଶ୍ତୱାଡ,୨୧।୮: ଜମ୍ମୁ-କଶ୍ମୀରର କିଶ୍ତୱାଡରେ ୧୪ ବର୍ଷୀୟା ଜଣେ ନାବାଳିକାଙ୍କ ସହ ବଳାତ୍କାର ଅଭିଯୋଗକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ବଳାତ୍କାର ଯୋଗୁ ନାବାଳିକା ଗର୍ଭବତୀ…

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଗୁଳି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

କିନ୍ନର ବେଶ ଯାଇ ପ୍ରଥମେ ପାଣି ଛିଞ୍ଚିଲେ, ଏୟାର ହୋଷ୍ଟେସଙ୍କୁ ଏକା ଦେଖି ଯାହା କଲେ…

ମୁମ୍ବାଇ,୨୧।୮: ମୁମ୍ବାଇର ପୱାଇ ଅଞ୍ଚଳରେ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଟ୍ରାନ୍ସଜେଣ୍ଡର ବେଶ ଧାରଣ କରି ଜଣେ ଏୟାର ହୋଷ୍ଟେସଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଆଶୀର୍ବାଦ…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ପ୍ରଶାନ୍ତ କିଶୋରଙ୍କ ବଡ଼ ପ୍ରସ୍ତୁତି: ନୀତୀଶ କୁମାରଙ୍କ ପୂର୍ବରୁ ନିଜେ କରିବେ ଏମିତି କାମ, ଦେଶରେ ଚହଳ

ପାଟନା,୨୧।୮: ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା ବିଧାୟକ ପ୍ରଶାନ୍ତ କିଶୋର ଏବେ ବିହାରରେ ନିଜ ରାଜନୈତିକ ପ୍ରଭାବ ଆହୁରି ମଜବୁତ କରିବାକୁ ବଡ଼ ପ୍ରସ୍ତୁତି କରୁଛନ୍ତି।…

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri