Posted inଫୁରସତ

ବିନା ଦ୍ୱିଧାରେ ଗାଈଠାରୁ କ୍ଷୀର ପିଉଛନ୍ତି କୁକୁର ଛୁଆ, ନ ଦେଖିଲେ ହେବ ନାହିଁ ବିଶ୍ୱାସ

ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ବର୍ତ୍ତମାନ ସେଭଳି ଏକ ଭିଡିଓ ଭାଇରାଲ ହେଉଛି ଯାହାକୁ ଦେଖିଲେ ଆପଣ ମଧ୍ୟ ଭାବପ୍ରବଣ ହେବା ସହ ଆଶ୍ଚର୍ଯ୍ୟ ହୋଇଯିବେ। ଭିଡିଓରେ ଏକ ମା’ର ବାତ୍ସଲ୍ୟ ମମତା ଦେଖିବାକୁ ମିଳୁଛି। କୁହାଯାଏ ଯେ, ମା’ ଚିର ନମସ୍ୟା। ତା’ ପାଇଁ ସବୁ ସନ୍ତାନ ସମାନ। ସେ ସମସ୍ତଙ୍କୁ ସ୍ଥାନ ଦେଇଥାଏ ତାର କୋଳରେ। ଏହି ଭିଡିଓ ସେ ସବୁ କଥାର ପ୍ରମାଣ ଦେଇଛି। ଯେଉଁଥିରେ ଏକ ଗାଈଠୁ କୁକୁର ଛୁଆ କ୍ଷୀର ପିଉଛନ୍ତି। ଗାଈଟି ଶୋଇରହିଥିବା ବେଳେ କୁକୁର ଛୁଆ ତାଠାରୁ ବିନା ଦ୍ୱିଧାରେ କ୍ଷୀର ପିଉଛନ୍ତି।
ଭିଡିଓଟିକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପଶନ୍‌ରେ ସେ ଲେଖିଛନ୍ତି ଯେ, ମା’ମାନେ ଦେବୀ, ସେମାନେ ପିଲାମାନଙ୍କ ମଧ୍ୟରେ ପାର୍ଥକ୍ୟ ଦେଖନ୍ତି ନାହିଁ, ସମସ୍ତେ ଈଶ୍ୱରଙ୍କ ସନ୍ତାନ। ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri