ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ୨ କୁକୁର ଛୁଆ ଚିଙ୍ଗୁଡି ସହ ଖେଳୁଥିବା ଦେଖିବାକୁ ମିଳୁଛି। ଦୁହେଁ ତାହାକୁ ନ ଖାଇ ଖେଳିବାରେ ବ୍ୟସ୍ତ ରହୁଛନ୍ତି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ରିଟୁଇଟ କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।
Who will blink first pic.twitter.com/rc1caaUCzw
— Susanta Nanda IFS (@susantananda3) November 11, 2020