ରାଜ୍ୟ ସରକାରଙ୍କ ବଡ଼ ସୂଚନା: ଏହି ଦିନଠୁ ଆରମ୍ଭ ହେବ ଧାନ କିଣା

ଭୁବନେଶ୍ୱର,୪।୧୧: ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବ। ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବରଗଡ଼ ଜିଲାରୁ ଧାନ କିଣା ଆରମ୍ଭ ନେଇ ନିଷ୍ପତ୍ତି ହୋଇଛି। ଚଳିତ ବର୍ଷ ୮୦ ଲକ୍ଷ ଟନ ଧାନ କିଣିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି। କୁଇଣ୍ଟାଲ ୩୧୦୦ ଟଙ୍କାରେ ସରକାର ଧାନ କିଣିବେ। MSP ୨୩୦୦ ଟଙ୍କା ସହ ୮୦୦ ଟଙ୍କାର ଇନପୁଟ ସହାୟତା ମିଳିବ। ୪-୫ଟି ମଣ୍ଡିକୁ ନେଇ ଜଣେ ସୁପରଭାଇଜର ରହିବେ ବୋଲି ସୂଚନା ମିଳିଛି। ମଣ୍ଡିରୁ ରାଇସ ମିଲ ଯାଏ ଧାନ ଗାଡ଼ିର ଗତିବିଧି ନଜରରେ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି, ମୋହନ ସରକାରଙ୍କୁ କଲେ ପ୍ରଶ୍ନ

ଭୁବନେଶ୍ୱର,୧୫।୧: ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ମୁହଁ ଖୋଲିଛନ୍ତି ଝିଅ ଦୀପାଳି ଦାସ। ଭାଜପା ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ...

ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୧୫।୧: ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦ କୁ ରାଜ୍ୟରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା...

ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ

ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ...

ଆଲୋକ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, କେନ୍ଦୁଝରରେ ଥିଲେ…

ଭୁବନେଶ୍ୱର,୧୫।୧: ଓଡ଼ିଶା ସରକାର ବରିଷ୍ଠ ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ କରିଛନ୍ତି। ଏନେଇ...

ଟ୍ରଲରକୁ ଧକ୍କା ଦେଇ ବୁଡ଼ିଲା ବୋଟ୍‌, ୮ ଯାତ୍ରୀଙ୍କୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ଚାନ୍ଦବାଲି,୧୫ା୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଧାମରାଠାରେ ମାଛଧରା ଟ୍ରଲରକୁ ଧକ୍କା ଦେଇ ବୁଧବାର ଏକ ଯାତ୍ରୀବାହୀ ବୋଟ୍‌ ବୁଡ଼ିଯାଇଛି। ଖବରରୁ ପ୍ରକାଶ ଏକ ଯାତ୍ରୀବାହୀ ବୋଟ୍‌...

ଫେରିବ ଶୀତ, ଘନ କୁହୁଡି ପାଇଁ ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୧୫।୧: ଗତ ଦୁଇ ଦିନ ମଧ୍ୟରେ କିଛି ଆରାମ ପାଇବା ପରେ ଶୀତ ପୁଣି ଓଡିଶା ଫେରିବାର ସମ୍ଭାବନା ରହିଛି। ଆସନ୍ତା ତିନିରୁ ଚାରି ଦିନ...

୩ ବ୍ୟବସାୟୀଙ୍କୁ ଲହୁଲୁହାଣ କରି ୧୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଉମରକୋଟ,୧୫ା୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଥମୁନି ଲୁଟେରାଙ୍କ ଆତଙ୍କରାଜ। ସଂଘବଦ୍ଧ ଆକ୍ରମଣ କରି ୧୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଦୁଇ ଦିନ ତଳେ...

ଅନାସ୍ଥା ପ୍ରସ୍ତାବ ପରେ ସାଂଘାତିକ ଅଭିଯୋଗ ଆଣିଲେ ପୌର ପରିଷଦ ଅଧ୍ୟକ୍ଷା: ସାଙ୍ଗେସାଙ୍ଗେ ଦୀପାଳୀଙ୍କୁ…

ଭୁବନେଶ୍ୱର,୧୫।୧: ବ୍ରଜରାଜନଗର ପୌର ପରିଷଦ ଅଧ୍ୟକ୍ଷା ଯାଜ୍ଞସେନୀ ଓରାମଙ୍କ ବିରୋଧରେ ଅନାସ୍ଥା ଆସିଥିବା ବେଳେ ନବୀନ ନିବାସରୁ ବିଜେଡି ନେତ୍ରୀ ଦୀପାଳି ଦାସଙ୍କୁ ଡାକରା ଆସିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri