Posted inପୁରୀ

ହାଇକୋର୍ଟକୁ ଗଲା ପୁରୀ ହେପାଜତ ମୃତ୍ୟୁ ମାମଲା

ପୁରୀ ଅଫିସ,୨୦।୧୧-ହାଇକୋର୍ଟକୁ ଗଲା ପୁରୀ ପୋଲିସ ହେପାଜତ ମୃତ୍ୟୁ ମାମଲା। ହାଇକୋର୍ଟରେ ଏ ନେଇ ଆଇନଜୀବୀ ଶରତ ରାୟଗୁରୁ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଛନ୍ତି। ସମ୍ପୃକ୍ତ ପୋଲିସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ କୋର୍ଟଙ୍କ ତତ୍ତ୍ୱାବଧାନରେ ତଦନ୍ତ କରିବାକୁ ସେ ଅପିଲ କରିଛନ୍ତି। ସେପଟେ ଏହି ମାମଲାକୁ ହାଇକୋର୍ଟ ଗ୍ରହଣ କରି ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି। ପୋଷ୍ଟମର୍ଟମ ରିପୋର୍ଟ ସହ ସବିଶେଷ ରିପୋର୍ଟ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ସୋମବାର ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri