Posted inଫୁରସତ

କୋକିଶିଆଳିକୁ ଅଧା ଗିଳି ବାହାର କଲା ଅଜଗର

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ ଅଜଗର ଏକ କୋକିଶିଆଳିକୁ ଗିଳୁଥିବା ଭିଡିଓ ଭାଇରାଲ ହୋଇଛି। ମଧ୍ୟପ୍ରଦେଶର ମାଣ୍ଡଲା ଜିଲାର କାହ୍ନା ଜାତୀୟ ଉଦ୍ୟାନ ନିକଟସ୍ଥ ଅଞ୍ଚଳରେ ଏହି ଘଟଣା ଦେଖିବାକୁ ମିଳିଛି।
ଭିଡିଓରେ ଦେଖାଯାଇଛି, ଅଜଗରଟି କୋକିଶିଆଳିକୁ ଶିକାର କରି ଅଧା ଗିଳି ଦେଇଛି। ଏହାପରେ ଗ୍ରାମବାସୀ ସେଠାରେ ପହଞ୍ଚି ପାଟି କରିଥିଲେ। ଏହାର କିଛି ସମୟ ପରେ ଅଜଗରଟି କୋକିଶିଆଳିକୁ ପାଟିରୁ ବାହାର କରିଥିଲା। ଏ ନେଇ ସ୍ଥାନୀୟ ଲୋକେ ବନବିଭାଗକୁ ସୂଚନା ଦେଇଥିଲେ। ଖବରପାଇ ବନବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଅଜଗରଟିକୁ ଉଦ୍ଧାର କରି ନିକଟସ୍ଥ ଜଙ୍ଗଲରେ ଛାଡି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଭୟା ଘଟଣାର ପୁରନାବୁତ୍ତି! ୟୁପିର ୧୬ ବର୍ଷୀୟା ଝିଅକୁ ୪୭ କିଲୋମିଟର ଦୂରତା ଚଳନ୍ତା ବସରେ ବଳାତ୍କାର

ନୂଆଦିଲ୍ଲୀ,୩୧।୮: ‘ନିର୍ଭୟା ମାମଲା’କୁ ମନେ ପକାଇବା ଭଳି ଏକ ୧୬ ବର୍ଷୀୟା ଛାତ୍ରୀଙ୍କ ସହିତ ବଳାତ୍କାର ମାମଲା ରାଜଧାନୀ ଦିଲ୍ଲୀରେ ପୁଣି ଥରେ ସାମ୍ନାକୁ ଆସିଛି। ଚଳନ୍ତା…

ଜିଲାସ୍ତରୀୟ ଜନଶୁଣାଣିରେ ଯୋଗଦେଲେ କନ୍ଧମାଳ ଜିଲାପାଳ-ଏସ୍‌ପି

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଜିଲାସ୍ତରୀୟ ସାମୂହିକ ଜନଶୁଣାଣି କାର୍ଯ୍ୟକ୍ରମ ରହିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ବେଦଭୂଷଣ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଆସନ୍ତା ୨ ଦିନ ଯାଏ ଏହି ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ବର,୩୧ା୮: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ସୋମବାର ଭୋର ୫ଟା ୩୦ ସୁଦ୍ଧା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ବେଳେ ଆସନ୍ତା…

ନେପାଳ ବନ୍ୟା ବିଭୀଷିକା: ଗଞ୍ଜାମ ଦମ୍ପତିଙ୍କ ସହ ଝିଅ-ପୁଅ ମୃତ, ଜଳଖିଆ ଖାଉଥିବାବେଳେ ମାଡ଼ିଆସିଲା ପାଣି

ଦିଗପହଣ୍ଡି,୩୧ା୮(ଅଶେଷ ନାଥ ମିଶ୍ର): ନେପାଳର ତ୍ରିଶୂଳୀ ନଦୀରେ ଭୟଙ୍କର ବନ୍ୟା ବିଭୀଷିକାରେ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ନିକଟ ସାରୁ ଗ୍ରାମର ମୂଳବାସିନ୍ଦା ମନ୍ମଥ ପାଢ଼ୀଙ୍କ ଝିଅ ସୁରଭି(୪୪)…

ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କ ଘରୁ ତଲାସୀ ବେଳେ ମିଳିଲା ୭.୨୯ ଲକ୍ଷ ଟଙ୍କା, ୩୦୦ ଗ୍ରାମ ସୁନା ଗହଣା

କେନ୍ଦୁଝର,୩୧।୮,(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସାରେ, କେନ୍ଦୁଝରର ଜିଲା ଶ୍ରମ ଅଧିକାରୀ, ଆକାଶ ବିଶୋଇ ଜଣେ ବୈଦ୍ୟୁତିକ ଠିକାଦାରଙ୍କ ଠାରୁ ଶ୍ରମିକ ଲାଇସେନ୍ସ ପ୍ରଦାନ କରିବା ପାଇଁ…

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ…

ଯୌତୁକ ପାଇଁ ବିଷ ଦେଇ ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ସମେତ ୧୦ ଜଣଙ୍କ ନାମରେ ମାମଲା

ଅମରପାଲି,୩୧।୮( ପୀତାମ୍ବର ସାହୁ): ଯୌତୁକ ଦାବିକୁ କେନ୍ଦ୍ର କରି ଜଣେ ବିବାହିତା ମହିଳାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଛି। ଏହି…

ବିପର୍ଯ୍ୟୟ ପରେ ଚାଇନା ଉପରେ ନେପାଳର ବଡ଼ ଅଭିଯୋଗ

କାଠମାଣ୍ଡୁ,୩୧।୮: ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଏବେ ବି 3,000 ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ବନ୍ୟା ସମ୍ପର୍କିତ ତଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri