ବଢ଼ିବ ଆମ ବସ୍‌ ସେବାର କଳେବର: ନଗର ଉନ୍ନୟନ ମନ୍ତ୍ରୀ ଦେଲେ ବଡ଼ ଅପ୍‌ଡେଟ୍‌

ଭୁବନେଶ୍ୱର,୨୩।୨: ରାଜ୍ୟରେ ବଢ଼ିବ ଆମ ବସ୍‌ ସେବାର କଳେବର। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଉ ୬୦୦ ଇ-ବସ କିଣିବାକୁ ରାଜ୍ୟ ସରକାରଙ୍କ ଯୋଜନା କରିଛନ୍ତି। ପିଏମ୍‌ ଇ-ବସ ସେବା ଯୋଜନାରେ ରାଜ୍ୟକୁ ଆଉ ୪୦୦ ଇ-ବସ ଆସିବ।

 

ଆଖି ଦେଖାଇଲେ ଡ୍ରାଇଭର୍‌

ଏ ନେଇ ୨୦୨୬-୨୭ ବଜେଟରେ ୪୨୧ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି ମନ୍ତ୍ରୀ ମହାପାତ୍ର କହିଛନ୍ତି।

<div style=”background-color: #eee; border: 1px solid #cccccc; padding: 5px 20px; margin: 0 Auto; border-radius: 22px;” align=”center”>
<h6>Dharitri – Odisha’s No.1 Odia Daily</h6>
</div>


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri