ମଧ୍ୟାହ୍ନଭୋଜନର ମାନ ପରୀକ୍ଷା କଲେ ସରପଞ୍ଚ

ଧର୍ମଶାଳା,୨୮।୮(ଡି.ଏନ.ଏ.):  ଯାଜପୁର ଜିଲା ଧର୍ମଶାଳା ବ୍ଲକ ଥାନୁଆଳ ପଞ୍ଚାୟତ ସରପଞ୍ଚ ଶନିବାର ଏକ ସ୍କୁଲକୁ ଯାଇ ଛାତ୍ରୀଛାତ୍ରଙ୍କ ପାଇଁ ପ୍ରସ୍ତୁତ ହୋଇଥିବା ଖାଦ୍ୟର ମାନ ପରୀକ୍ଷା କରିଛନ୍ତି। ଥାନୁଆଳ ପଞ୍ଚାୟତ ସରପଞ୍ଚ ନର୍ମଦା ସ୍ବାଇଁ ନିଜ ପଞ୍ଚାୟତ ଅଧୀନରେ ଆସୁଥିବା ମୁରାରୀପୁରସ୍ଥିତ ଗୋପାଳଜୀୟୁ ନୋଡ଼ାଲ ଉଚ୍ଚ ବିଦ୍ୟାଳୟକୁ ଶନିବାର ଅଚାନକ ଯାଇ ସେଠାରେ ଛାତ୍ରଛାତ୍ରୀମାନଙ୍କ ପାଇଁ ପ୍ରସ୍ତୁତ ହେଉଥିବା ଖାଦ୍ୟର ମାନ ପରିଖିବା ସହିତ ପିଲାମାନଙ୍କ ସହିତ ମିଶି ମଧ୍ୟାହ୍ନ ଭୋଜନ ଖାଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନିଶା ମାଫିଆ ଦୁଇ ଭାଇଙ୍କ ୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି

ବୁଗୁଡା,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ସହରର ରଘୁନାଥ ସାହିରେ ଥିବା ଦୁଇ ନିଶା ମାଫିଆ ଭାଇଙ୍କ ୩ କୋଟି ଟଙ୍କା ମୂଲ୍ୟର ବେଆଇନ ସମ୍ପତ୍ତିକୁ ବାଜ୍ୟାପ୍ତ...

ସ୍ନାନପୂର୍ଣ୍ଣିମାରେ ମହାପ୍ରଭୁଙ୍କ ଗଜାନନ ବେଶ

ଜି. ଉଦୟଗିରି ୧୪।୬(ଡି.ଏନ୍‌.ଏ. ): କନ୍ଧମାଳ ଜିଲା ଜି ଉଦୟଗିରି ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ସ୍ନାନଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁଙ୍କୁ ଧାଡି ପହଣ୍ଡିରେ ସ୍ନାନ ମଣ୍ଡପକୁ...

ମିଳିଲା ଅନୁମତି: ବ୍ରହ୍ମପୁର ଏମ୍‌କେସିଜିରେ ହେବ କୋଭିଡ-୧୯ ଟେଷ୍ଟ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଗଞ୍ଜାମ ଜିଲା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି)ମେଡିକାଲ କଲେଜରେ କରୋନା ଟେଷ୍ଟ କରାଯିବ। ଏଥିପାଇଁ ଦିଲ୍ଲୀ ଆଇସିଏମ୍‌ଆର୍‌ ପକ୍ଷରୁ ଅନୁମତି ମିଳିଛି। ମେଡିକାଲ କଲେଜ...

ହୁକିଟୋଲାରେ ପର୍ଯ୍ୟଟକଙ୍କ ଭିଡ଼ ବଢୁଛି

ମହାକାଳପଡ଼ା,୬ା୧ (ଡି.ଏନ.ଏ.): ପର୍ଯ୍ୟଟନ ଋତୁ ଆସିଲେ ବଣଭୋଜି କରିବାକୁ ଆଖିଆଗରେ ହୁକିଟୋଲା କଥା ପଡେ। ଚତୁଃପାର୍ଶ୍ୱରେ ନୀଳ ଜଳରାଶି ମଝିରେ ଏହି ଦ୍ୱୀପ। ଘଞ୍ଚ ସବୁଜ...

ଚମ୍ପୁଆରେ ମହାପ୍ରଭୁଙ୍କ ଦେବସ୍ନାନ

ଚମ୍ପୁଆ, ୫ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଶ୍ରୀଜୀଉଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ତଥା ଚମ୍ପୁଆ ପ୍ରଶାସନ ମୁଖ୍ୟ ପ୍ରତାପ ପ୍ରତିମୟଙ୍କ...

ବନ୍ଧୁକ ଦେଖାଇ ବଳାତ୍କାର

ସଜନାଗଡ଼,୧୮ା୧: ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବନ୍ଧୁକ ଦେଖାଇ ବାଇକ୍‌ରେ ଟେକି ନେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ସୋମବାର...

ପଥରାରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ

ଖଲ୍ଲିକୋଟ,୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପଥରା ପଞ୍ଚାୟତ ମଝିସାହି ଛକରେ ଶୁକ୍ରବାର ରାତିରେ ଗୋଷ୍ଠୀ ସଂଘର୍ଷ ଘଟି ଜଣଙ୍କର ଜୀବନ ଯାଇଛି। ମୃତକ ହେଲେ...

ପ୍ରଚାରର ଶେଷ ଦିନ : କଳାହାଣ୍ଡିରେ ବିଜେଡିର ରୋଡ ଶୋ’

କେସିଙ୍ଗା,୨୨।୩(ଡି.ଏନ୍‌.ଏ.): ପୌର ନିର୍ବାଚନ ୨୪ରେ ହେବାକୁ ଥିବା ବେଳେ ମଙ୍ଗଳବାର ପ୍ରଚାରର ଶେଷ ଦିନ। ଶେଷ ଦିନରେ କଳାହାଣ୍ଡି ଜିଲା କେସିଙ୍ଗାରେ ପ୍ରଚାରକୁ ଜୋରଦାର କରାଯାଉଛି।...

Advertisement
Archives

Model This Week