Posted inଫୁରସତ

ଦୁନିଆର ସବୁଠୁ ଶାନ୍ତ କୋଠରି, ଯେଉଁଠି ଶୁଭେ ହୃଦୟର ସ୍ପନ୍ଦନ ଆଉ ହାଡ଼ର ଶବ୍ଦ

ବ୍ୟସ୍ତବହୁଳ ଜୀବନରୁ ଟିକେ ଶାନ୍ତି ପାଇଁ ସମସ୍ତେ ଚାହାନ୍ତି। ଏକ ଶାନ୍ତ ପରିବେଶରେ, ମନରେ ଏକାଗ୍ରତା ଆସେ। ଯାହାକି ପ୍ରତ୍ୟେକ କାମ କରିବା ସହଜ ହୋଇଥାଏ। ଆଜି ଦୁନିଆର ସବୁଠାରୁ ସୁନ୍ଦର କୋଠରି ବିଷୟରେ କହିବୁ ଯାହାକି ଦୁନିଆର ସବୁଠୁ ଶାନ୍ତ କୋଠରି।

ଏହି କୋଠରିଟି ବହୁତ ଭଲ ଭାବରେ ଡିଜାଇନ ହୋଇଛି । ଯଦ୍ଦ୍ବାରା ବାହାରୁ ସାମାନ୍ୟ ଶବ୍ଦ ମଧ୍ୟ ଆସିବ ନାହିଁ। କେବଳ ଏତିକି ନୁହେଁ, ଏହି କୋଠରିରେ ପ୍ରବେଶ କରିବା ପରେ, ହୃଦୟର ଶବ୍ଦ ମଧ୍ୟ ଶୁଣିପାରିବେ। ହାଡ଼କୁ ହାଡ଼ ଘଷି ହେଉଥିବାର ଶବ୍ଦ ବି ଶୁଣିପାରିବେ। ଏଥିଯୋଗୁ ଏହି କୋଠରିଟି ସବୁବେଳେ ଚର୍ଚ୍ଚାରେ ରହିଥାଏ।

ଏହି କୋଠରିଟି ଆମେରିକାର ଓ୍ବାଶିଂଟନରେ ଅବସ୍ଥିତ ମାଇକ୍ରୋସଫ୍ଟର ମୁଖ୍ୟାଳୟରେ ଅଛି। ଏହି କୋଠରି ଭିତରେ ଅନେକ ବିଶେଷ ଜିନିଷ ଅନ୍ତର୍ଭୁକ୍ତ କରାଯାଇଛି, ଯାହା ବାହାରର ଶବ୍ଦ ଭିତରକୁ ପ୍ରବେଶ କରିବାକୁ ଦେଇ ନ ଥାଏ।

ଏହା କଂକ୍ରିଟ ଏବଂ ଷ୍ଟିଲର ୬ଟି ସ୍ତରରେ ନିର୍ମିତ ହୋଇଛି। କୋଠରି ନିର୍ମାଣ ପାଇଁ ଦେଢ଼ ବର୍ଷରୁ ଅଧିକ ସମୟ ଲାଗିଥିଲା। ସେଥିପାଇଁ ଏହି କୋଠରିର ନାମ ଗିନିଜ ବୁକ୍‌ ଅଫ ଓ୍ବାଲର୍‌ଡ ରେକର୍ଡରେ ସବୁଠାରୁ ଶାନ୍ତ କୋଠରି ଭାବରେ ସ୍ଥାନ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ…

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?