ମୁଖ୍ୟମନ୍ତ୍ରୀ ଦୌଡ଼ରେ ହମ୍‌ଜା ଶେହବାଜ, ପରଭେଜ ଇଲାହୀ

ଇସଲାମାବାଦ,୨୨ା୭: ନିକଟରେ ପଞ୍ଜାବ ବାଇପୋଲରେ ଇମ୍ରାନ ଖାନ୍‌ଙ୍କ ପାକିସ୍ତାନ ତେହେରିକ୍‌-ଇ-ଇନ୍‌ସାଫ (ପିଟିଆଇ)ର ବିଜୟ ପରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନିର୍ବାଚନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ଅଧିବେଶନ ଅନୁଷ୍ଠିତ ହେବ। ଡେପୁଟି ସ୍ପିକର ଦୋସ୍ତ ମଜାରୀଙ୍କ ଅଧ୍ୟକ୍ଷତାରେ ବିଧାନସଭା ଅଧିବେଶନ ଅପରାହ୍ନ ୪ଟାରେ ଅନୁଷ୍ଠିତ ହେବ ବୋଲି ଏକ ରିପୋଟରୁ ପ୍ରକାଶ।

ପଞ୍ଜାବ ବିଧାନସଭାରେ ଇମ୍ରାନ ଖାନ୍‌ଙ୍କ ନେତୃତ୍ୱାଧୀନ ପିଟିଆଇର ସଂଖ୍ୟାଗରିଷ୍ଠତା ଥିବାବେଳେ ଶାସକ ମିଳିତ ମଞ୍ଚ ହମ୍‌ଜା ଶେହବାଜ ଶରିଫଙ୍କୁ ସମର୍ଥନ କରୁଛି। ଇମ୍ରାନ ଖାନ୍‌ ପିଏମ୍‌ଏଲ୍‌କ୍ୟୁ ନେତା ଚୌଧୁରୀ ପରଭେଜ ଇଲାହୀଙ୍କୁ ସମର୍ଥନ ଜଣାଇଛନ୍ତି ଯିଏ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri