ଓଡ଼ିଶା ଗସ୍ତରେ ଆସିବେ ରେଳମନ୍ତ୍ରୀ

ଭୁବନେଶ୍ୱର,୨୨।୪: ରେଳମନ୍ତ୍ରୀ ଅଶ୍ୱିିନୀ ବୈଷ୍ଣବ ଶୁକ୍ରବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗସ୍ତ ସମୟରେ ସେ ବିଶାଖାପାଟଣା-କୋରାପୁଟ ଦୈନିକ ପାସେଞ୍ଜର ସ୍ପେଶାଲ ଟ୍ରେନ୍‌କୁ ଅପରାହ୍ନ ୪ଟାରେ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହା ସହ ଜୟପୁର ଏବଂ ମାଲକାନଗିରି ମଧ୍ୟରେ ପ୍ରସ୍ତାବିତ ନୂତନ ରେଳପଥର ନିର୍ମାଣ ସମ୍ପର୍କରେ ନିରୀକ୍ଷଣ କରିବେ। ସେହିପରି ମାଲକାନଗିରି ମୁଖ୍ୟ ଡାକଘର ପରିସରରେ ନିର୍ମାଣ ହୋଇଥିବା ନୂତନ ବିଲ୍ଡିଂ ଓ ଅଂଳା ଉପ ଡାକଘରକୁ ଲୋକାର୍ପିତ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri