ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ ଦକ୍ଷିଣ ମଧ୍ୟପ୍ରଦେଶ ଉପରେ ଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇଛି। ଶନିବାର ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇପାରେ। ଫଳରେ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହୋଇପାରେ। ତେବେ ଏହାପରେ ପୁଣି ବର୍ଷା ପରିମାଣ ବଢିବ ବୋଲି ପୂର୍ବାନୁମାନ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଶନିବାର ବାଲେଶ୍ୱର, କଟକ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ ଝଡ଼ବର୍ଷା ସମ୍ଭାବନା ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

EPFରେ ବଡ଼ ପରିବର୍ତ୍ତନ; ୫୧ ଲକ୍ଷରୁ ଅଧିକ କର୍ମଚାରୀ ହେବେ ଉପକୃତ, ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୧୬ା୯: କର୍ମଚାରୀଙ୍କ ସାମାଜିକ ସୁରକ୍ଷାକୁ ଆହୁରି ବ୍ୟାପକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । EPF ଓ EPS କଭରେଜ୍‌ ପାଇଁ ଲାଗୁଥିବା…

ସହରର ମୁଖ୍ୟ ରାସ୍ତାରେ ଗଦାହୋଇଛି ବାଲି, ଦୁର୍ଘଟଣାକୁ ଆମନ୍ତ୍ରଣ କରି…

ଗଞ୍ଜାମ,୧୬ା୯(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥଠାରୁ ଗଞ୍ଜାମ ସହରକୁ ସଂଯୋଗ ମୁଖ୍ୟ ରାସ୍ତାରେ ଅଧିକାଂଶ ସମୟରେ ଘର ନିର୍ମାଣ କାର୍ଯ୍ୟ ପାଇଁ ବାଲି ଶୁଖା ଯାଉଥିବା…

ବାଲସି ଗାଁରେ ନୂଆଖାଇ ଜୁହାର, ଏକାଠି ହୋଇ ନବାନ୍ନ ଭକ୍ଷଣ କରିବା ପରେ…

କେସିଙ୍ଗା,୧୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମର ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଷଣା ବଂଶ ପକ୍ଷରୁ ନୂଆଖାଇ ଓ ଜୁହାର କାର୍ଯ୍ୟକ୍ରମ…

Asian Games 2026: ଏସିଆନ୍ ଗେମ୍ସ ପୂର୍ବରୁ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ; ବାଦ୍ ପଡ଼ିଲେ ବରୁଣ, ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୬।୯: ଏସିଆନ୍ ଗେମ୍ସ ୨୦୨୬ ପୂର୍ବରୁ ଭାରତୀୟ କ୍ରିକେଟ୍ ଦଳରେ ପରିବର୍ତ୍ତନ ହୋଇଛି । ଆହତ କାରଣରୁ ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ ଏସିଆନ୍ ଗେମ୍ସରୁ ବାଦ୍…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି…

ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ…

ପୁଅର ଏମିତି କାରନାମା ଦେଖି ଟେନ୍‌ସନ୍‌ରେ କରୀନା

ଆଜିକାଲି କରୀନା କପୁର ଖାନ ଭାରୀ ଟେନ୍‌ସନ୍‌ରେ ଅଛନ୍ତି। କୌଣସି ଫିଲ୍ମ ପାଇଁ ନୁହେଁ, ନିଜ ପୁଅ ପାଇଁ ସେ ବେଶ୍‌ ଚିନ୍ତିତ। ସେ ତାଙ୍କ ପୁଅ…

ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି, ୩୦ ବର୍ଷରେ…

ଗୁଣପୁର,୧୬ା୯(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଅଫିସ ସମ୍ମୁଖରେ ଜାଗୃତି ସାଂସ୍କୃତିକ ସଙ୍ଗଠନ ପକ୍ଷରୁ ହେବାକୁ ଥିବା ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ବୁଧବାର ଶୁଭଖୁଣ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?