ରାଜଧାନୀ ଏକ୍ସପ୍ରେସରୁ ମିଳିଲା ପୁଳାପୁଳା ଟଙ୍କା

କଟକ ୮।୧୨: କଟକ ରେଳ ଷ୍ଟେଶନରେ ରାଜଧାନୀ ଏକ୍ସପ୍ରେସରୁ ପୁଳାପୁଳା ଟଙ୍କା ଜବତ ହୋଇଛି। ଆରପିଏଫ୍‌ ୨୦ ଲକ୍ଷ ଟଙ୍କା ଜବତ କରିଛି। ଏହାକୁ ନେଇ ଖୋଳତାଡ ଆରମ୍ଭ ହୋଇଛି ।
ସୂଚନାଯୋଗ୍ୟ, କଟକ ରେଳ ଷ୍ଟେଶନରେ ରାଜଧାନୀ ଏକ୍ସପ୍ରେସ ଅଟକି ଥିବା ବେଳେ ଟ୍ରେନ ଭିତରୁ ଦୁଇଟି ଟଙ୍କା ଭର୍ତ୍ତି ବ୍ୟାଗ ମିଳିଛି । ଆରପିିଏଫ୍‌ ସନ୍ଦେହ କରି ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି । ତେବେ ଏତେ ଟଙ୍କା କେଉଁଠୁ ଆସିଲା? କିଏ କାହା ପାଖକୁ ଏତେ ଟଙ୍କା ପଠାଇଥିଲା ତାହାକୁ ନେଇ ଖୋଳତାଡ ଆରମ୍ଭ ହୋଇଛି। ଏଯାବତ୍‌ ଏ ସମ୍ପର୍କରେ କିଛି ସ୍ପଷ୍ଟ ତଥ୍ୟ ମିଳିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?