ସରିଲା ରାଜନଗର ବାଲିଯାତ୍ରା

ପାଟଣା,୨୦।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ବାଲିଯାତ୍ରା ମହୋତ୍ସବ ଉଦଯାପିତ ହୋଇଛି । ଆୟୋଜିତ ସଭା ବାଲିଯାତ୍ରା କମିଟି ସଭାପତି ତୃପ୍ତି ରଞ୍ଜନ ସିଂଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗଦେଇ ଐତିହ୍ୟ ସମ୍ପର୍ନ୍ନ ରାଜନଗର ଗ୍ରାମ କଳା ସଂସ୍କୃତିର ଗନ୍ତାଘର ଆଉ ବାଲିଯାତ୍ରା କଳା ସଂସ୍କୃତିର ବିକାଶରେ ଆହୁରି ସହାୟକ ହେବ ବୋଲି କହିଥିଲେ। ସମ୍ମାନିତ ଅତିଥି ଭାବେ ବାଲିଯାତ୍ରା କମିଟି ସମ୍ପାଦକ ବସନ୍ତ କୁମାର ମିଶ୍ର ଉପସ୍ଥିତ ରହି ବାଲିଯାତ୍ରାର ଐତିହ୍ୟ ଉପରେ ଆଲୋକପାତ କରିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମରେ ନୃତ୍ୟ ପ୍ରତିଯୋଗିତା ଓ କଣ୍ଢେଇ ନୃତ୍ୟ ପରିବେଷଣ ହୋଇଥିଲା। ଏହାକୁ ଦୀପକ କୁମାର ମହାନ୍ତ ଓ ଚିତ୍ତରଞ୍ଜନ ନାଏକ ପରିଚାଳନା କରିଥିଲେ। ପୂର୍ବତନ ବିଧାୟକ ସଭା ଶେଷରେ ବାଲିଯାତ୍ରା କମିଟିର ସଦସ୍ୟଙ୍କ ସହ ମିନାବଜାର ବୁଲିବା ସହ ମଥୁରା କେକ ଓ ଶୀତୁଆ ରାତି ରେ ଚା’ ପିଇବାର ମଜା ନେଇଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ

ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ…

ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…

ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ…

ଘୁମୁସର ବନଖଣ୍ଡରେ ଚିନ୍ତା ବଢ଼ାଉଛି ଅସୁସ୍ଥ ହାତୀ, ଆଦର୍ଶ ବିଦ୍ୟାଳୟ ଫାଟକ ଭାଙ୍ଗିଲେ…

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଆଜକୁ କିଛିଦିନ ହେବ ଏକ ମାଈ ହାତୀ ଅସୁସ୍ଥ ହୋଇ ଏକୁଟିଆ ଘୁରି ବୁଲୁଛି। ଅଧିକାଂଶ…

ପୁଣି ସୀମାନ୍ତ ଗାଁରେ ଆଧାର କାର୍ଡ ଅପଡେଟ୍‌ କରିବାକୁ ଆନ୍ଧ୍ରର ପ୍ରଚେଷ୍ଟା, ଓଡ଼ିଶା ସରକାରଙ୍କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ…

ପଟ୍ଟାଙ୍ଗି,୨୯।୧(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡୋଶୀ ଆନ୍ଧ୍ର ଅନୁପ୍ରବେଶ କରି ଲୋକଙ୍କୁ ପ୍ରଲୋଭିତ କରୁଥିଲେ ମଧ୍ୟ ଏହାର ପ୍ରଭାବ ଓଡିଶା ଉପରେ ପଡୁନାହିଁ ।…

ମୁଣ୍ଡକୁ ଚଢ଼ିଗଲା ରାଗ, ପାରିବାରିକ ବିବାଦ ପରେ ସ୍ତ୍ରୀଙ୍କ ବେକ-ମୁଣ୍ଡକୁ ହାଣିଦେଲେ ସ୍ବାମୀ  

ରାୟଗଡା,୨୯।୧(ଆଶିଷ ରଞ୍ଜନ ପଣ୍ଡା)- ପାରିବାରିକ ବିବାଦରୁ ପତ୍ନୀକୁ ହତ୍ୟା କଲା ସ୍ବାମୀ। ରାୟଗଡା ଜିଲା କୁମ୍ବିକୋଟା ଫାଣ୍ଡି ଅଞ୍ଚଳରେ ପତ୍ନୀ ଶୋଇଥିବା ବେଳେ ସ୍ବାମୀ ଟାଙ୍ଗିଆରେ ହାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri