ରାଜ୍ୟ ସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶର, ୧୩।୫(ବ୍ୟୁରୋ): ରାଜ୍ୟ ସଭା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସୁବାସ ସିଂଙ୍କ ଇସ୍ତଫା ପରେ ଖାଲି ଥିବା ପଦବୀ ପୂରଣ ପାଇଁ ଏହି ଉପନିର୍ବାଚନ ହେବ। ତେବେ ଉପନିର୍ବାଚନ ପାଇଁ ମେ’୨୬ରୁ ଜୁନ୍‌ ୨ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହେବ। ସେହିପରି ଜୁନ୍‌ ୩ରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ୬ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ। ଆବଶ୍ୟକ ହେଲେ ଜୁନ ୧୩ରେ ଭୋଟ ଗ୍ରହଣ ହେବ। ଜୁନ୍‌ ୧୩ ସକାଳ ୯ଟାରୁ ଅପରାହ୍ନ ୪ଟା ଯାଏ ଭୋଟ ଗ୍ରହଣ ଏବଂ ସେହିଦିନ ଅପରାହ୍ନ ୫ଟାରେ ଭୋଟ ଗଣତି ହେବ।ତେବେ ଉପନିର୍ବାଚନରେ ନିର୍ବାଚିତ ସଦସ୍ୟ ୨୦୨୬ ଏପ୍ରିଲ ଯାଏ ରହିବେ। କଟକ ମେୟର ଭାବେ ନିର୍ବାଚିତ ହେବା ପରେ ଇସ୍ତଫା ଦେଇଥିଲେ ସୁବାସ।

 


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?