ବଳାତ୍କାରୀଙ୍କୁ ପିଟିପିଟି ହତ୍ୟା କଲେ ଗ୍ରାମବାସୀ

ସୋର,୩୦।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ସିଙ୍ଘାଖୁଣ୍ଟା ପଞ୍ଚାୟତର କରଞ୍ଜବଣିଆ ଗ୍ରାମର ଜଣେ ମହିଳାଙ୍କୁ ଜଣେ ଯୁବକ ବଳାତ୍କାର କରିଥିବାରୁ ସ୍ଥାନୀୟ ଲୋକେ ପିଟି ପିଟି ତାଙ୍କୁ ମାରି ଦେଇଛନ୍ତି। ସୋର ପୋଲିସ ଗୁରୁବାର ରାତିରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇବା ସହିତ ସୋର ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ ପାଇଁ ରଖିଛି। ମହିଳା ଜଣକ ପ୍ରତିବାଦ କରିବାରୁ ଯୁବକ ଜଣକ ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ମହିଳା  ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ସୋର ଏବଂ ପରେ ବାଲେଶ୍ୱର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସୋର ପୋଲିସ କୌଣସି ଅଭିଯୋଗ ପାଇ ନ ଥିବାରୁ ମାମଲା ରୁଜୁ କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୪, ୮୩,୪୪୧ ଟଙ୍କା ପ୍ରଦାନ କଲା ଶେରଗଡ଼ ବ୍ଲକ ଶିକ୍ଷକ ସଂଘ

ଶେରଗଡ଼,୨୭ା୪(ଡି.ଏନ୍‌.ଏ.) : କରୋନା ମହାମାରୀ ପାଇଁ ସମସ୍ତେ ସହାୟତାର ହାତ ବଢ଼ାଉଥିବା ବେଳେ ଶେରଗଡ଼ ଶିକ୍ଷକମାନେ ମଧ୍ୟ ଗୋଟିଏ ଦିନର ଦରମା ପ୍ରଦାନ କରିଛନ୍ତି। ଶେରଗଡ଼...

ସୁରକ୍ଷା ଦିଆ ନ ଗଲେ ସଫା ହୋଇଯିବ

ବଇଣ୍ଡା,୮।୧୨(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଚାରଖମଣ ଜଙ୍ଗଲରୁ ଚାଲିଛି କାଠ ଚୋରା ଚାଲାଣ। ଗତ ୩ ମାସ ମଧ୍ୟରେ ଚୋରା ବେପାରୀମାନେ...

ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ଧାରଣା

ପଦ୍ମପୁର,୧୪।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲୁଙ୍କାର ଶ୍ରୀଧର-ଏକାଦମୀ ନୋଡାଲ ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଶନିବାର ଛାତ୍ରୀଛାତ୍ର ବିଦ୍ୟାଳୟ ସମ୍ମୁଖରେ...

ପିପିଲି ଉପନିର୍ବାଚନ ଦାୟିତ୍ୱରେ ବିଜେଡିର ଏହି ୪ ବରିଷ୍ଠ ନେତା

ପୁରୀ ଅଫିସ,୩୧।୩: ପିପିଲି ଉପନିର୍ବାଚନ ପାଇଁ ରଣନୀତି ଆରମ୍ଭ ହୋଇଛି। ବିଜେଡି ପକ୍ଷରୁ ୪ ବରିଷ୍ଠ ନେତାଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱ ଦିଆଯାଇଛି। ଦେବୀ ପ୍ରସାଦ...

ପଦୋନ୍ନତି ପରେ ଗଞ୍ଜାମ ବିଡିଓଙ୍କୁ ପୁନଃ ଅବସ୍ଥାପିତ ଲାଗି ଜିଲାପାଳଙ୍କୁ ସ୍ମାରକପତ୍ର ଦେଲେ ଜନପ୍ରତିନିଧି

ଗଞ୍ଜାମ,୧।୭(ଡି.ଏନ୍‌.ଏ.): ଗଞ୍ଜାମ ବିଡିଓ ଜ୍ୟୋତି ଶଙ୍କର ରାୟଙ୍କୁ ଡିଆରଡିଏ ଏପିଡି ଭାବେ ପଦୋନ୍ନତି ମିଳିଛି। ଏହାକୁ ବିଭିନ୍ନ ପଞ୍ଚାୟତର ଜନ ପ୍ରତିନିଧି ସହଜରେ ଗ୍ରହଣ କରିପାରୁ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ୱ ନେଲେ ଆରଡିସି

ବ୍ରହ୍ମପୁର ଅଫିସ,୪ା୮-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ଭାବେ ଶନିିବାର ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର(ଆରଡିସି) ଟି.ଆଓ ଦାୟିତ୍ୱ ଗ୍ରହଣ କରିଛନ୍ତି । ଜୁଲାଇ ୩୧ରେ ରାଜଭବନରୁ ଆସିଥିବା...

ଗଡୁନି ବସ୍‌, ଦୁର୍ଦ୍ଦିନରେ ନିର୍ଭରଶୀଳ ପରିବାର

ବାରିପଦା ଅଫିସ,୨୯।୬- କରୋନାର ଦ୍ୱିତୀୟ ଲହର ସଂକ୍ରମଣ ପାଇଁ ସବୁଆଡ଼େ ଯାତ୍ରୀବାହୀ ବସ୍‌ ବନ୍ଦ ହୋଇଛି। ମୟୂରଭଞ୍ଜ ଜିଲାରେ ମଧ୍ୟ ଶହ ଶହ ଯାତ୍ରୀବାହୀ ବସ୍‌...

କୂଅରେ ପଡ଼ି ଯୁବକଙ୍କ ପ୍ରାଣଗଲା

ସଜନାଗଡ଼,୮।୮(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ଼ ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ସଜନାଗଡ଼ ଛକ ନିକଟ ୧୯ ନଂ ରାଜ୍ୟ...

Advertisement
Archives

Model This Week