ଶିଶୁକନ୍ୟା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଭୁବନେଶ୍ୱର,୮।୯ (ବ୍ୟୁରୋ): ଏୟାରଫିଲ୍ଡ ଥାନା ଅଞ୍ଚଳରେ ୨୦୧୭ରେ ଘଟିଥିବା ଶିଶୁକନ୍ୟା ବଳାକତ୍ାର ମାମଲାର ରାୟ ସୋମବାର ଅତିରିକ୍ତ ଜିଲା ଦୌରାଜଜ୍‌ କମ୍‌ ପକ୍‌ସୋ କୋର୍ଟରେ ପ୍ରକାଶ ପାଇଛି। ଏୟାରଫିଲ୍ଡ ଥାନା ରେତଙ୍ଗ ଅଞ୍ଚଳର ଅଭିଯୁକ୍ତ ଦେବାଶିଷ ସାମନ୍ତରାୟ(୨୩)ଙ୍କୁ କୋର୍ଟ ୧୦ ବର୍ଷ କାରା ଦଣ୍ଡାଦେଶ ଦେବା ସହ ୨୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ହେଲେ ଅଧିକ ୬ ମାସ ସଜା କାଟିବାକୁ କୁହାଯାଇଛି। ସରକାରଙ୍କ ପକ୍ଷରୁ ୧୨ଜଣ ସାକ୍ଷୀ, ପ୍ରତିପକ୍ଷର ୩ଜଣ ସାକ୍ଷୀ ଏବଂ ୧୦ଟି ଦସ୍ତାବିଜ୍‌କୁ ପରଖିବା ପରେ ବିଚାରପତି ସତ୍ୟରଞ୍ଜନ ପ୍ରଧାନ ଏହି ରାୟ ଶୁଣାଇଛନ୍ତି। ସରକାରୀ ସ୍ବତନ୍ତ୍ର ପିପି ଭାବେ ସୁବ୍ରତ ପ୍ରିୟଦର୍ଶି ମାମଲା ପରିଚାଳନା କରୁଥିଲେ।
ରେତଙ୍ଗ ଅଞ୍ଚଳରେ ୬ବର୍ଷର ଶିଶୁକନ୍ୟା ପରିବାର ସହ ରହୁଥିଲେ। ଦେବାଶିଷ ତାଙ୍କ ପଡୋଶୀ ଭାବେ ରହୁଥିଲେ। ୨୦୧୭ରେ ଶିଶୁକନ୍ୟା ଘର ଆଖରେ ଖେଳୁଥିବାବେଳେ ଦେବାଶିଷ ତାଙ୍କୁ ଚକୋଲେଟ ଦେବା ବାହାନାରେ ଘର ନିକଟରେ ଥିବା ଏକ ବୁଦା ନିକଟକୁ ନେଇ ବଳାକତ୍ାର କରିଥିଲେ। ମହିଳା ଥାନା ପୋଲିସ କେସ୍‌ ନଂ-୫୩/୧୭ରେ ଦେବାଶିଷଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri