ବଳାତ୍କାରୀଙ୍କୁ ୨୦ବର୍ଷ ଜେଲ

ବାରିପଦା ଅଫିସ,୭ା୪: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ବୁଧବାର ଏକ ନାବାଳିକା ବଳାକତ୍ାର ମାମଲାର ରାୟ ପ୍ରକାଶ ପାଇଛି ା ଜଜ୍‌ ସୁମିତା ଜେନା ଏହାର ବିଚାର କରି ଅଭିଯୁକ୍ତ ବଳରାମ ସର୍ଦ୍ଦାର(୨୨)ଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହ ୧୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି ା ଜରିମାନା ଅନାଦାୟ ଅଧିକ ୪ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଏହା ବ୍ୟତୀତ ପୀଡିତାଙ୍କୁ କ୍ଷତିପୂରଣ ବାବଦରେ ୪ଲକ୍ଷ ଟଙ୍କା ଆଇନ ସହାୟତା କର୍ତ୍ତୃପକ୍ଷ ପୈଠ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଅନୁଯାୟୀ, ୨୦୧୯ ଜୁନ ୨୮ରେ ତିରିଂ ଥାନା ଅଞ୍ଚଳର ଜଣେ ନାବାଳିକା ଖେଳୁଥିବା ସମୟରେ ଝାଡଖଣ୍ଡ ରାଜ୍ୟ ପୂର୍ବ ସିଂହଭୂମ ଜିଲା କୋଆଲି ଥାନା ଦାମୁଡିହୀ ଗ୍ରାମର ବଳରାମ ତାଙ୍କୁ ଉଠାଇ ନେଇ ବଳାତ୍କାର କରିଥିଲେ। ପରେ ନାବାଳିକାଙ୍କ ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ସରକାରଙ୍କ ପକ୍ଷରୁ ଆଇନଜୀବୀ ଅଭିନ୍ନ ପଟ୍ଟନାୟକ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଛି ଗଛକଟା: ଉଦ୍‌ବେଗ ପ୍ରକାଶ କଲେ ପରିବେଶବିତ୍‌

ବାରିପଦା,୨୦ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ହଜାର ଗଛ କଟାଯାଉଛି। ଏହାକୁ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri