ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

କେନ୍ଦୁଝର,୧୮ା୫(ସ୍ବ.ପ୍ର.): କେନ୍ଦୁଝର ଫାଷ୍ଟ ଟ୍ରାକ୍‌ କୋର୍ଟ ବୁଧବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ବ୍ୟକ୍ତିଙ୍କୁ ୨୦ ବର୍ଷ ଜେଲ ଓ ୨୫ ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି। ତାଙ୍କ ନାମ ସାଲୁକା ପିଙ୍ଗୁଆ (୩୫)। ଜରିମାନା ଅନାଦେୟ ଆଉ ୬ ମାସ ଜେଲ ଆଦେଶ କରିଛନ୍ତି। ଘଟଣାଟି ୨୦୧୮ ଅକ୍ଟୋବର ୧ ରେ ଉକ୍ତ ୪ ବର୍ଷ ନାବାଳିକାଙ୍କୁ ବାଲି ଗ୍ରାମରେ ବିସ୍କୁଟ ଦେବାକୁ କହି ପାଖ ଜଙ୍ଗଲକୁ ନେଇ ବଳାତ୍କାର କରିଥିଲେ। ଏ ନେଇ ତେଲକୋଇ ଥାନା ପୋଲିସ କେସ୍‌ ନଂ ୧୫୧/୨୦୧୮ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଫାଷ୍ଟ ଟ୍ରାକ କୋର୍ଟ ତଥା ଅତିରିକ୍ତ ସେସନ ଜଜ୍‌ ମାନସ ମିଶ୍ର ଏହାର ଶୁଣାଣି କରି ଆଜି ଏହି ଦଣ୍ଡ ଆଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ଯାଇଥିଲେ ବିଜେଡି ମନ୍ତ୍ରୀ-ବିଧାୟକ: ଗାଡ଼ି ଅଟକାଇ ଭାଜପାର ବିକ୍ଷୋଭ

ପୁରୁଷୋତ୍ତମପୁର,୩୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠକୁ ସର୍ବସାଧାରଣଙ୍କୁ ଦର୍ଶନ ଲାଗି ପ୍ରଶାସ ବାରଣ କରିଥିଲେ। ତେବେ ବିଜେଡି ମନ୍ତ୍ରୀ, ବିଧାୟକ...

ଉଚ୍ଚ ଜୁଆର ମାଡ଼ରେ ଗାଁ ବନ୍ଧରେ ୩୦ ଫୁଟର ଘାଇ

ମହାକାଳପଡ଼ା,୧୮ା୫(ଡି.ଏନ୍‌.ଏ.): ସୋମବାର ପୂର୍ଣ୍ଣିମା ତିଥିରେ ସମୁଦ୍ରରେ ଉଚ୍ଚ ଜୁଆର ଉଠିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅଧୀନ ପାଣିଖିଆ ସାନ୍ତାଳପଡ଼ା ଗାଁର...

ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟ

ବିନିକା,୧୩ା୩(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ମହାଦେବପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସଂସାମୁରା ଗାଁରେ ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟ ଦେଖାଦେଲାଣି। ୨ଟି ଓ୍ବାର୍ଡରେ ବିଶିଷ୍ଟ ଏହି...

କୁମ୍ଭକର୍ଣ୍ଣ ନିଦ୍ରାରେ କେନ୍ଦ୍ର

ବଇଣ୍ଡା,୨୬ା୬ କରୋନାକୁ ନେଇ ସବୁଠି ହାହାକାର। କିଏ ଜୀବନ ତ କିଏ ଜୀବିକା ବଞ୍ଚାଇବାକୁ କରୁଛନ୍ତି ସଂଘର୍ଷ। ଭୋକ, ରୋଗ ଓ ଶୋକକୁ ନେଇ ବଢ଼ିଚାଲିଛି...

ଏଡିଏମ୍‌ ବିଶ୍ୱଜିତ୍‌ଙ୍କ କୁବେର ସମ୍ପତ୍ତି : ସରକାରୀ ବାସଭବନରେ ଚଢ଼ାଉ

ସୁନ୍ଦରଗଡ଼,୧୨।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଏଡିଏମ୍‌ ବିଶ୍ୱଜିତ୍‌ ମହାପାତ୍ର ଶୁକ୍ରବାରଠାରୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କର କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରାଯାଇଛି। ଶନିବାର ତାଙ୍କୁ ସୁନ୍ଦରଗଡ଼ଠାରେ...

ଲୁଟିବାକୁ ଆସି ନେଲେ ଖାଲି ବ୍ୟାଗ

ଝାରସୁଗୁଡ଼ା ଅଫିସ,୨୨ା୧୦: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ବନ୍ଧବାହାଲ ଏମ୍‌ସିଏଲ୍‌ ମାର୍କେଟ୍‌ କମ୍ପ୍ଲେକ୍ସରେ ଶୁକ୍ରବାର ରାତି ପ୍ରାୟ ସାଢେ ୮ଟାରେ ଦୁର୍ବୃତ୍ତମାନେ ଗୁଳି ଫୁଟାଇ ଜଣେ...

ନୂଆଖାଇ ପାଇଁ ନିର୍ଘଣ୍ଟ ହେଲା ଲଗ୍ନ

ସମ୍ବଲପୁର,୩୧।୮(ବ୍ୟୁରୋ): ସେପ୍ଟେମ୍ବର ୧୧ରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ। ଏଥିଲାଗି ମଙ୍ଗଳବାର ଶୁଭ ଲଗ୍ନ ନିର୍ଘଣ୍ଟ କରାଯାଇଛି। ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମହାସଭା ଦ୍ୱାରା ଚଳିତ...

ଜୈବିକ କୃଷିକୁ ଗୁରୁତ୍ୱ ଦେବାକୁ ଜିଲାପାଳଙ୍କ ପରାମର୍ଶ

ନୂଆପଡା ଅଫିସ,୨୧ା୪: ଚାଷୀମାନେ ଦେଶର ମେରୁଦଣ୍ଡ। ଦେଶ ବିଭିନ୍ନ ସମୟରେ ନାନାଦି ଦୁର୍ବିପାକ ଦେଇ ଗତି କରିଛି। ତଥାପି ଚାଷୀମାନେ ଲୋକଙ୍କ ମୁହଁରେ ଅନ୍ନ ଦେବା...

Advertisement
Archives

Model This Week