ରେକର୍ଡ ଭାଙ୍ଗୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟରେ କରୋନା ନେଲା ଆଉ ୨୧ ମୁଣ୍ଡ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ଶନିବାର ରାଜ୍ୟରେ କରୋନା ଆଉ ୨୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୧୬୧କୁ ବୃଦ୍ଧି ପାଇଛି। ଏହି ୨୧ ମୃତକଙ୍କ ମଧ୍ୟରୁ କଳାହାଣ୍ଡି ଜିଲାରୁ ସର୍ବାଧିକ ୪ ଜଣ ଥିବା ବେଳେ ଅନୁଗୋଳ, ଭଦ୍ରକ, କଟକ ଓ ସୁନ୍ଦରଗ ଜିଲାରୁ ୨ ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ସେହିପରି ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର,କେନ୍ଦ୍ରାପଡ଼ା କେନ୍ଦୁଝର, ଖୋର୍ଦ୍ଧା, ନୂଆପଡ଼ା ଓ ପୁରୀ ଜିଲାରୁ ଜଣେ ଲେଖାଏଙ୍କ ମୃତ୍ୟୁ ଘଟିଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼…

ହିରାଧାରବାଟି କେନାଲରେ ପାଣି ଛାଡିଲା ଜଳସେଚନ ବିଭାଗ, ଚାଷୀଙ୍କ ମୁହଁରେ ଫୁଟିଲା ହସ

ଗଞ୍ଜାମ,୧୯ା୭(ବିଦ୍ୟାଧର ସାହୁ ): ଖରିଫ ଚାଷ ପାଇଁ ଜଳସେଚନ ବିଭାଗ ହିରାଧାରବାଟି କେନଲରେ ପାଣି ଛାଡିଥିବା ଦେଖିବାକୁ ମିଳିଛି । ସଂକ୍ରାନ୍ତି ଦିନ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା…

ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ…

ଚଞ୍ଚକତା କରି ଭାରପ୍ରଧାନ ଶିକ୍ଷକଙ୍କୁ ବଦଳି ଅଭିଯୋଗ, ଅଭିଭାବକ ମହଲରେ ଅସନ୍ତୋଷ

ହାଟଡିହୀ,୧୯ା୭(ଶୁଭକାନ୍ତ ନାୟକ): ଚଳିତ ଜୁଲାଇ ମାସ ଗତ ୧୦ ତାରିଖରେ ଡ଼ିଏଲଟିସି ବୈଠକ ବସିଥିଲା । ଏହି ବୈଠକ ଜିଲା ସ୍ତରରେ ଅନୁଷ୍ଠିତ ହୋଇଥାଏ । ବୈଠକରେ…

ଶ୍ରୀକ୍ଷେତ୍ରରୁ ଭଟଲି ଆସିଲା ତିନି ରଥର ଚକ; ପାଛୋଟି ଆଣିଲେ ହଜାର ହଜାର ଭକ୍ତ, ବିଧାୟକ କହିଲେ…

ବରଗଡ଼,୨୦।୭(ପ୍ରେମାନନ୍ଦ ଖମାରୀ): ପୁରୀ ଧାମରୁ ଭଟଲି ଦଧିବାମନ ଧାମକୁ ରବିବାର ତିନି ରଥର ଚକ ପହଞ୍ଚିଛି । ଶ୍ରୀକ୍ଷେତ୍ର ପୁରୀର ଏହି ତିନି ରଥର ଚକକୁ ଭବ୍ୟ…

ଭାଜପାରେ ମିଶିବା ଚର୍ଚ୍ଚା ଭିତରେ ବଡ଼ କଥା କହିଦେଲେ ବିକ୍ରମ ଆରୁଖ, ‘ବିଜେଡିରେ..’

ଭୁବନେଶ୍ବର,୧୯ା୭: ବିଜେଡିର ବରିଷ୍ଠ ନେତା ବିକ୍ରମ ଆରୁଖ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ବର୍ତ୍ତମାନ ସେ ମୁହଁ ଖୋଲି ଚର୍ଚ୍ଚାକୁ…

ବସରେ ଗଞ୍ଜେଇ ଚାଲାଣ ପାଇଁ ଯୋଜନା ବେଳେ ମାଡିବସିଲା ଅଡବା ପୋଲିସ, ୪ ଲକ୍ଷ ଟଙ୍କାର ଗଞ୍ଜେଇ ସହ କେରଳର…

ମୋହନା,୧୯ା୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ଶନିବାର ବିଳମ୍ବିତ ରାତିରେ ପୋଲିସ ପାଟ୍ରୋଲିଂ କରିବା ସମୟରେ ୪୦ କିଲୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri