କୌଣସି ସରକାରୀ କାର୍ଯ୍ୟକ୍ରମରେ ବ୍ୟବହାର ହେବ ନାହିଁ ରେଡ କାର୍ପେଟ

ଇସଲାମାବାଦ,୩୧।୩: ପାକିସ୍ତାନର ଆର୍ଥିକ ସଙ୍କଟ କାହାଠାରୁ ଲୁଚି ନାହିଁ। ପ୍ରତିଦିନ ସେ ଦାରିଦ୍ର୍ୟର ଯନ୍ତ୍ରଣା ବର୍ଣ୍ଣନା କରି ଆଇଏମଏଫ ସାମ୍ନାରେ ହାତ ପାତୁଛି। ବର୍ତ୍ତମାନ ପଡୋଶୀ ଦେଶ ଏତେ ଖରାପ ସମୟରେ ପହଞ୍ଚିଛି ଯେ ସରକାରୀ କାର୍ଯ୍ୟକ୍ରମରେ ବ୍ୟବହୃତ ରେଡ କାର୍ପେଟକୁ ନିଷିଦ୍ଧ କରିବାକୁ ନିଷ୍ପତ୍ତି ନେଇଛି। ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ ଦେଶରେ ଅନାବଶ୍ୟକ ଖର୍ଚ୍ଚ ହ୍ରାସ କରିବାକୁ ଏହି ପଦକ୍ଷେପ ନେଇଛନ୍ତି। ଏହା ଅଧୀନରେ ସରକାରୀ କାର୍ଯ୍ୟକ୍ରମରେ ନାଲି କାର୍ପେଟର ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଯାଇଛି ଏବଂ ସେଗୁଡିକ କେବଳ ରାଜନୈତିକ ସ୍ବାଗତ ପାଇଁ ସଂରକ୍ଷିତ କରାଯାଇଛି।

ସରକାରୀ କାର୍ଯ୍ୟରେ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ ଅଧିକାରୀଙ୍କ ଗସ୍ତ ସମୟରେ ରେଡ କାର୍ପେଟର ବ୍ୟବହାରକୁ ନେଇ ସରିଫ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
କ୍ୟାବିନେଟ ଡିଭିଜନ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଯେ ଭବିଷ୍ୟତରେ ସରକାରୀ କାର୍ଯ୍ୟକ୍ରମରେ ରେଡ କାର୍ପେଟ କେନ୍ଦ୍ର ମନ୍ତ୍ରୀ ତଥା ସରକାରୀ କର୍ମଚାରୀଙ୍କ ପାଇଁ ବ୍ୟବହାର କରାଯିବ ନାହିଁ। ଏକ ରିପୋର୍ଟ ଅନୁଯାୟୀ, ଏହାକୁ କେବଳ ବିଦେଶୀ କୂଟନୀତିଜ୍ଞଙ୍କ ପାଇଁ ପ୍ରୋଟୋକଲ ଭାବରେ ବ୍ୟବହାର କରାଯାଇପାରିବ।
ଲାଲ କାର୍ପେଟର ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ସରକାରଙ୍କ ଉଦ୍ଦେଶ୍ୟ ଅର୍ଥ ସଞ୍ଚୟ କରିବା ଏବଂ ସାଧାରଣ ଆର୍ଥିକ ଦିଗପ୍ରତି ଅଧିକ ଦାୟିତ୍ୱବାନ ତଥା ଚତୁର ଆଭିମୁଖ୍ୟକୁ ପ୍ରୋତ୍ସାହିତ କରିବା ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri