ମଙ୍ଗଳବାରଠାରୁ ଖୋଲିବ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର

ଭୁବନେଶ୍ୱର, ୯।୧୧(ବ୍ୟୁରୋ)-ଭୁବେନଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ମଙ୍ଗଳବାରଠାରୁ ଦର୍ଶକଙ୍କ ପାଇଁ ଖୋଲିବ। ଏ ନେଇ ସୋମବାର ବିଜ୍ଞାନ କେନ୍ଦ୍ରର ପ୍ରକଳ୍ପ ସଂଯୋଜକ ସୂଚନା ଦେଇଛନ୍ତି। ଭାରତ ସରକାର ଓ ଓଡିଶା ସରକାରଙ୍କ ସମସ୍ତ ନିର୍ଦ୍ଦେଶାବଳୀକୁ ଅବଲମ୍ବନ କରାଯାଇ ବିଜ୍ଞାନ କେନ୍ଦ୍ର ପୁଣି ଖୋଲିବାକୁ ଯାଉଛି। ଦର୍ଶକଙ୍କ ପାଇଁ ବିଜ୍ଞାନ କେନ୍ଦ୍ର ପୂର୍ବାହ୍ନ ୯ଟା ୩୦ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବ। ସେହିପରି ଟିକେଟ୍‌ କାଉଣ୍ଟର ସନ୍ଧ୍ୟା ୫ଟା ୩୦ମିନିଟ୍‌ ପର୍ଯ୍ୟନ୍ତ ଖୋଲା ରହିବ। ସବିଶେଷ ତଥ୍ୟ ପାଇଁ ଦର୍ଶକମାନେ ବିଜ୍ଞାନ କେନ୍ଦ୍ରର ଓ୍ବେବ୍‌ସାଇଟ୍‌ www.rscbhubaneswar.orgରେ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri