ମଙ୍ଗଳବାରଠାରୁ ଖୋଲିବ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର

ଭୁବନେଶ୍ୱର, ୯।୧୧(ବ୍ୟୁରୋ)-ଭୁବେନଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ମଙ୍ଗଳବାରଠାରୁ ଦର୍ଶକଙ୍କ ପାଇଁ ଖୋଲିବ। ଏ ନେଇ ସୋମବାର ବିଜ୍ଞାନ କେନ୍ଦ୍ରର ପ୍ରକଳ୍ପ ସଂଯୋଜକ ସୂଚନା ଦେଇଛନ୍ତି। ଭାରତ ସରକାର ଓ ଓଡିଶା ସରକାରଙ୍କ ସମସ୍ତ ନିର୍ଦ୍ଦେଶାବଳୀକୁ ଅବଲମ୍ବନ କରାଯାଇ ବିଜ୍ଞାନ କେନ୍ଦ୍ର ପୁଣି ଖୋଲିବାକୁ ଯାଉଛି। ଦର୍ଶକଙ୍କ ପାଇଁ ବିଜ୍ଞାନ କେନ୍ଦ୍ର ପୂର୍ବାହ୍ନ ୯ଟା ୩୦ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବ। ସେହିପରି ଟିକେଟ୍‌ କାଉଣ୍ଟର ସନ୍ଧ୍ୟା ୫ଟା ୩୦ମିନିଟ୍‌ ପର୍ଯ୍ୟନ୍ତ ଖୋଲା ରହିବ। ସବିଶେଷ ତଥ୍ୟ ପାଇଁ ଦର୍ଶକମାନେ ବିଜ୍ଞାନ କେନ୍ଦ୍ରର ଓ୍ବେବ୍‌ସାଇଟ୍‌ www.rscbhubaneswar.orgରେ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ସମସ୍ୟା ଦୂର କରିବ ନୂଆ ମାର୍ଗଦର୍ଶିକା

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଦେଶବ୍ୟାପୀ ଲକ୍‌ଡାଉନ ବିଭିନ୍ନ ବର୍ଗର ଲୋକଙ୍କୁ ଦୁର୍ଦ୍ଦଶା ମଧ୍ୟକୁ ଠେଲିଦେଇଛି। ଚାଷୀମାନେ ତାଙ୍କ କଷ୍ଟ ଉତ୍ପାଦିତ ପନିପରିବା ଲୋକଙ୍କ ନିକଟରେ ପହଞ୍ଚାଉଥିଲେ ମଧ୍ୟ ଉଚିତ୍‌...

ଆଜି ରାଜ୍ୟରୁ ୨୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୬୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ପୂଜା ଭୋଗ ଖାଇ ୪୦ରୁ ଊର୍ଦ୍ଧ୍ୱ ଅସୁସ୍ଥ: ଡାକ୍ତରଖାନାରେ ଭର୍ତ୍ତି

ବସ୍ତା, ୬। ୩(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ରଘୁନାଥପୁର ପଞ୍ଚାୟତ ଗିଲାଯୋଡି ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ଭଗବତୀ ପୂଜାର ପ୍ରସାଦ ଖାଇ...

ଆଜି ରାଜ୍ୟରୁ ୨୬୯୭ ଆକ୍ରାନ୍ତ ଚିହ୍ନଟ, ଶୀର୍ଷରେ ଖୋର୍ଦ୍ଧା

ଭୁବନେଶ୍ୱର,୪ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୨୬୯୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୬୨,୧୦୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଜୀବିତ ଲୋକଙ୍କୁ ବ୍ୟବଚ୍ଛେଦ ପାଇଁ ପଠାଇଲା ପୋଲିସ

ବରଗଡ଼ ଅଫିସ/ଅତାବିରା,୮ା୮: ଜଣେ ଜୀବିତ ଲୋକଙ୍କୁ ପୋଲିସ ମୃତ ଭାବିବା ଓ ବ୍ୟବଚ୍ଛେଦ ପାଇଁ ପଠାଇବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ବ୍ୟବଚ୍ଛେଦ ଗୃହରେ...

ଭାଜପା ଛାଡିଲେ ଦାମ ରାଉତ: କହିଲେ ବିଜୁ ପଟ୍ଟନାୟକଙ୍କ ଅନୁଗତ ଭାବେ ରାଜ୍ୟର ସ୍ବାର୍ଥ ପାଇଁ ଅବଶିଷ୍ଟ ଜୀବନ ବିତାଇବେ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଭାଜପାର ବରିଷ୍ଠ ନେତା ଦାମୋଦର ରାଉତ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ପାଖକୁ...

ଚିତାବାଘ ଆତଙ୍କ: ଆକ୍ରମଣରେ ୧୫ଛେଳି ୨ଗୋରୁ ମୃତ

ଦେବଗଡ଼,୪ା୧: ଦେବଗଡ଼ ଜିଲା ବାରକୋଟ ବ୍ଲକ ଅଧୀନ ଚକଡିହୀ(ନୂଆଁ ବାରକୋଟ) ଗ୍ରାମରେ ଶନିବାର ରାତିରେ ବନ୍ୟଜନ୍ତୁ ଆକ୍ରମଣରେ ୧୫ଟି ଛେଳି ଓ ୨ଗୋରୁର ମୃତ୍ୟୁ ଘଟିଛି।...

ଓଡ଼ିଶାରେ ଏବେ ବି ୩୨% ଗରିବ ଅଛନ୍ତି; ୨୦୧୧ ପରଠାରୁ ଗରିବ ଆକଳନ ହୋଇନାହିଁ: ପଦ୍ମନାଭ ବେହେରା

ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଗରିବ ବଢ଼ିଛି ନା କମିଛି। ଗରିବ ମାପିବାର ମାନଦଣ୍ଡ କ’ଣ। ଏହାକୁ କେନ୍ଦ୍ର ସରକାର କିମ୍ବା ରାଜ୍ୟ ସରକାର ସ୍ଥିର କରନ୍ତି। ଏବେ...

Advertisement
Archives

Model This Week