ଏହି ୪ କାରଣରୁ ଭାଙ୍ଗିଯାଏ ସମ୍ପର୍କ… ଜାଣନ୍ତୁ…

ସମ୍ପର୍କରେ ବୁଝାମଣାକୁ ଅଧିକ ଗୁରୁତ୍ୱ ଦିଆଯାଏ। ଯଦି ବୁଝାମଣା ଠିକ୍‌ ରହେ ତେବେ ସାଥୀଙ୍କ ମଧ୍ୟରେ ମନମାଳିନ୍ୟ କମ୍‌ ହୁଏ। ବେଳେ ବେଳେ ଛୋଟ ଛୋଟ କଥାକୁ ନେଇ ମନମାଳିନ୍ୟ ସୃଷ୍ଟି ହୋଇଥାଏ। ଯାହା ପରେ ବିରାଟ ରୂପ ନେଇଥାଏ। ତେବେ ଏହି ସବୁ ଛୋଟ କଥାକୁ ଅଣ ଦେଖା କରନ୍ତୁ ନାହିଁ। କାରଣ ସେ ସବୁକୁ ଜାଣି ରଖିଲେ ଜୀବନସାଥୀଙ୍କ ସହ ଖୁସିରେ ଜୀବନ ଅତିବାହିତ କରିପାରିବେ। ଜାଣନ୍ତୁ ସେ ସମ୍ପର୍କରେ…

ପସନ୍ଦ ନା ପସନ୍ଦ ଜାଣନ୍ତୁ:
ପରସ୍ପର ସହିତ ସୁସମ୍ପର୍କ ରଖି ଉଭୟଙ୍କ ପସନ୍ଦ ନା ପସନ୍ଦ ଜାଣନ୍ତୁ। ଏହି ଛୋଟ କଥାରୁ ଅନେକ ସମସ୍ୟ ଦୂର ହୋଇଥାଏ।

ଅନ୍ତରଙ୍ଗ ସମ୍ପର୍କ ଅଭାବ:
ଅନ୍ତରଙ୍ଗ ସମ୍ପର୍କର ଅଭାବ ମଧ୍ୟ ସମ୍ପର୍କ ମଧ୍ୟରେ ମତଭେଦ ସୃଷ୍ଟି କରେ।

ଇଚ୍ଛା, ଅନିଚ୍ଛା:
ପାର୍ଟନର ଉଭୟଙ୍କ ଇଚ୍ଛା, ଅନିଚ୍ଛା ଉପରେ ଗୁରୁତ୍ୱ ଦେବା ଉଚିତ। ବେଳେ ବେଳେ ଏହି କାରଣ ଭାଙ୍ଗି ଦିଏ ସମ୍ପର୍କ।

ବିଶ୍ୱାସ ଏବଂ ସଚ୍ଚୋଟତାର ଅଭାବ:
ବିଶ୍ୱାସ ସମ୍ପର୍କର ମୂଳଦୁଆ ଅଟେ। ଏହା ହିଁ ସମ୍ପର୍କକୁ ଦୃଢ଼ତାର ସହ ବାନ୍ଧି ରଖେ। ଭାବରେ ବାନ୍ଧି ରଖେ। ଏଥିରେ ସନ୍ଦେହ ଆସିଲେ ସମ୍ପର୍କ ଭାଙ୍ଗିଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri