ସ୍ଥାନାନ୍ତର ହେଲା ରାଜଧାନୀର ୧ ନଂ ପରିବା ହାଟ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୧ନଂ ପରିବା ହାଟକୁ ସ୍ଥାନାନ୍ତର କରାଯାଇଛି। ବୁଧବାରଠାରୁ ଏହି ହାଟ ୟୁନିଟ-୧ ହାଇସ୍କୁଲ ପଡ଼ିଆରେ ବସିଛି। ପୂର୍ବ ଭଳି କଟକଣା ମାନି ଦୋକାନୀମାନଙ୍କୁ ବେପାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ପ୍ରତି ଦୋକାନ ମଧ୍ୟରେ ୬ ଫୁଟ ଦୂରତାକୁ ବାଧ୍ୟତାମୂଳକ କରାଯାଇଛି। ତେବେ ଉକ୍ତ ପଡ଼ିଆରେ ଜାଗା ଅଭାବ ଥିବାରୁ କିଛି ବେପାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ପାଇଁ ଭାଇ ସାଜିଲା ହତ୍ୟାକାରୀ

ବାରିପଦା ଅଫିସ,୧୨ା୭: ମୟୂରଭଞ୍ଜ ଜିଲା ବେତନଟୀ ଥାନା ଭାଲୁକଚୁଆ ଖଡିଆସାହିରେ ମୋବାଇଲ ଫୋନକୁ ନେଇ ବଡ଼ଭାଇ ମାଡ଼ରେ ସାନଭାଇଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଶମ୍ଭୁ...

ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ସ୍କୁଲ ଆଣିବେ ଶିକ୍ଷକ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ବର୍ତ୍ତମାନ ସ୍କୁଲ୍‌କୁ ୭୦ ପ୍ରତିଶତ ଛାତ୍ରୀଛାତ୍ର ଆସୁଛନ୍ତି। ବାକି ୩୦ ପ୍ରତିଶତ ଛାତ୍ରୀଛାତ୍ର କୁଆଡେ ଗଲେ, ସେମାନଙ୍କୁ ସ୍କୁଲକୁ ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ...

ଓଡ଼ିଶା ବଜାରରେ ‘ନ୍ୟୁ ଟିଭିଏସ୍‌ ରୋନିନ୍‌’

ଭୁବନେଶ୍ୱର,୫।୮:ଦେଶର ପ୍ରମୁଖ ଦୁଇ ଓ ତିନି ଚକିଆ ଯାନ ନିର୍ମାତା ‘ଟିଭିଏସ୍‌ ମୋଟର’ ପକ୍ଷରୁ ଓଡ଼ିଶା ବଜାରରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ରେଟ୍ରୋ ମୋଟର ସାଇକେଲ...

ଓଡ଼ିଶାରେ ୮ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିବ ପକ୍କା ଘର

ଭୁବନେଶ୍ୱର,୨୪।୫: ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ୨୦୨୧-୨୨ ଆର୍ଥିକ ବର୍ଷରେ ଓଡ଼ିଶାରେ ୮ ଲକ୍ଷ ୧୭ ହଜାର ୫୧୩ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ମିଳିବ।...

କାଜୁ ଜଙ୍ଗଲରୁ ଗୁରୁତର ଅବସ୍ଥାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉଦ୍ଧାର

ନିରାକାରପୁର,୧୧।୧୧(ଡି.ଏନ୍‌.ଏ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଡିପଡା ପଞ୍ଚାୟତ ମୋଟା କାଜୁ ଜଙ୍ଗଳରୁ ଟାଙ୍ଗୀ ବ୍ଲକ ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ବୈଦ୍ୟନାଥ ସାହୁଙ୍କୁ...

ଗଞ୍ଜାମରେ ସବୁ ଧର୍ମାନୁଷ୍ଠାନ ବନ୍ଦ

ବ୍ରହ୍ମପୁର ଅଫିସ, ୧୩।୪: ଗଞ୍ଜାମ ଜିଲାର ସମସ୍ତ ଧର୍ମାନୁଷ୍ଠାନକୁ ୭ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ବୁଧବାରଠୁ ୨୧ ତାରିଖ ଯାଏ ସବୁ ଧର୍ମାନୁଷ୍ଠାନ...

ପାନପୋଷ ରେଳଧାରଣା କଡ଼ରେ ପଡ଼ିଛି ୨ ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ରାଉରକେଲା ଅଫିସ,୧୮।୧୨: ସୁନ୍ଦରଗଡ଼ ଜିଲା ପାନପୋଷ ରେଳ ଷ୍ଟେଶନରୁ ୨ ଜଣ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହକୁ ରେଳବାଇ ପୋଲିସ ଶୁକ୍ରବାର ଜବତ କରିଛି। ପୋଲିସ ମୃତଦେହ...

ଗଞ୍ଜାମରେ ବଢ଼ି ଚାଲିଛି ସାଇବର ଠକେଇ: ଛାତ୍ରଙ୍କ ଆକାଉଣ୍ଟରୁ ଲକ୍ଷେ ଗାଏବ

ବ୍ରହ୍ମପୁର ଅଫିସ ,୯।୧୧ – ଗ୍ରାହକଙ୍କ ପାଖରେ ଅଛି ଏଟିଏମ କାର୍ଡ। କାର୍ଡ ନମ୍ବର କାହାରିକୁ ଦିଆଯାଇନାହିଁ କି ପିନ୍‌ ନମ୍ବର ମଧ୍ୟ କେହି ଜାଣି...

Advertisement
Archives

Model This Week