କେନ୍ଦୁଝର,୧୯ା୩(ସ୍ବ.ପ୍ର.): ଘଟଗାଁ ବ୍ଲକ ବାଲିଯୋଡ଼ି ୟୁଜିୟୁପି ସ୍କୁଲର ପ୍ରଧାନଶିକ୍ଷକ ସୁଧାଂଶୁ ଶେଖର ମହାନ୍ତି ଉକ୍ତ ବିଦ୍ୟାଳୟ ପରିସରରେ ଥିବା ଛାତ୍ରାବାସର ଅନ୍ତେବାସିନୀଙ୍କୁ ଅସଦାଚରଣ ଅଭିଯୋଗରେ ଗିରଫ ହୋଇ ଜେଲରେ ଅଛନ୍ତି। ଏହି ଘଟଣାରେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ ପକ୍ଷରୁ ଚିଠି ନମ୍ବର ୩୩୨ ତା ୧୬ା୩ା୨୦୨୩ରେ କେନ୍ଦୁଝର ଆରକ୍ଷୀ ଅଧୀକ୍ଷକ,କେନ୍ଦୁଝର ଜିଲା ଶିକ୍ଷା ଅଧିକାରୀ ଏବଂ ଜିଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ରିପୋର୍ଟ ମାଗିଛନ୍ତି। ଚିଠି ହୋଇଛି ଯେ, ନାବାଳିକାଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ କରିଥିବା ଖବର ବିଭିନ୍ନ ଗଣମଧ୍ୟମରେ ପ୍ରକାଶ ପାଇବା ପରେ ଆୟୋଗ ନିଜ ଆଡୁ ମାମଲା ରୁଜୁ କରିଛନ୍ତି। ତେଣୁ ଏହି ମାମଲାର ସ୍ଥିତି କ’ଣ, ତଦନ୍ତ ରିପୋର୍ଟ ସହିତ ଆକ୍ସନ ଟେକେନ ରିପୋର୍ଟ ୧୫ ଦିନ ମଧ୍ୟରେ ପ୍ରଦାନ ପାଇଁ ନିର୍ଦ୍ଦେଶ କରିଛନ୍ତି। ଅଭିଯୁକ୍ତଙ୍କ ବିରୋଧରେ ଦାଖଲ ହୋଇଥିବା ଅଭିଯୋଗ ପତ୍ର, ଚାର୍ଜଶିଟ୍, ପୀଡ଼ିତାଙ୍କୁ ମଧ୍ୟବର୍ତ୍ତୀକାଳୀନ ସହାୟତା ପ୍ରଦାନ କରାଯାଇଥିବା ସହାୟତା ତଥା ପୀଡ଼ିତାଙ୍କୁ କରାଯାଇଥିବା କାଉନସେଲିଂକୁ ନେଇ ତଥ୍ୟ ମାଗିଛନ୍ତି। ସେହିପରି ପୀଡ଼ିତାଙ୍କ ମାନସିକ ସ୍ଥିତି ଏବଂ ସୁରକ୍ଷା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଜଣାଇବାକୁ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷା ନିର୍ଦ୍ଦେଶ ଦେଇଛନ୍ତି।
Posted inHome, Home Left, ଆମ ଜିଲା ଖବର, କେନ୍ଦୁଝର View All
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି
କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….
କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
Archives


