Posted inଜାତୀୟ

Video: ୩ ବର୍ଷ ପରେ କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼

ନୂଆଦିଲ୍ଲୀ,୨୬।୧: ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼(ଟାବ୍ଲୋ) ଗଡ଼ିଛି। ରାଜ୍ୟ ସରକାର ବିକଶିତ ଭାରତ ଉପରେ ପ୍ରଜ୍ଞାପନ ମେଢ ପ୍ରସ୍ତୁତ କରିଛନ୍ତି। ରଘୁରାଜପୁର ଗ୍ରାମରେ ମହିଳାମାନେ କିପରି ବିଭିନ୍ନ ପ୍ରକାର ଅଦରକାରୀ ଜିନିଷରୁ ପଟ୍ଟଚିତ୍ର ପ୍ରଦର୍ଶନ କରିବା ଚିତ୍ର, ଏହାସହ ସେଥିରେ ସମ୍ବଲପୁରୀ ସଙ୍ଗୀତ ରଖାଯାଇଛି। ଏହାକୁ ବିକଶିତ ଭାରତରେ ମହିଳା ସଶକ୍ତୀକରଣ ପ୍ରଜ୍ଞାପନ ମେଢ ବୋଲି କୁହାଯାଇଛି।
ଲଗାତର ୩ ବର୍ଷ ୨୦୨୧,୨୦୨୨ ଏବଂ ୨୦୨୩ ସାଧାରଣତନ୍ତ୍ର ଦିବସରେ ଓଡ଼ିଶା ପ୍ରଦର୍ଶିତ କରିବାକୁ ଥିବା ପ୍ରଜ୍ଞାପନ ମେଢ଼କୁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରଣାଳୟ ଖାରଜ କରିଦେଉଥିଲା। ହେଲେ ଏଥର ଜାନୁଆରୀ ୨୬ ପାଇଁ ଓଡ଼ିଶା ଯେଉଁ ମେଢ ପ୍ରଦର୍ଶନ କରିବାକୁ ଯୋଜନା ରଖିଥିଲା ସେଥିରେ କେନ୍ଦ୍ର ଅନେକ କିଛି ଜିନିଷ ପରିବର୍ତ୍ତନ କରିଥିଲେ ମଧ୍ୟ ଶେଷରେ ମନୋନୀତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡରେ ଚାଞ୍ଚଲ୍ୟ: ବିଚ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ…

ପଞ୍ଜାବରେ ପୁଣି ରାଜନୈତିକ ହତ୍ୟାକାଣ୍ଡ: ଆପ୍ ନେତା ଲକି ଓବରାଏଙ୍କୁ କାର ଭିତରେ ଗୁଳି କରି ହତ୍ୟା

ନୂଆଦିଲ୍ଲୀ,୬।୨: ପଞ୍ଜାବର ଜଲନ୍ଧରରେ ଏକ ଅଭାବନୀୟ ଘଟଣା ଘଟିଛି। ଆମ ଆଦମୀ ପାର୍ଟି (ଆପ୍)ର ଜଣେ ପ୍ରମୁଖ ନେତା ଲକି ଓବରାଏଙ୍କୁ ଦିନଦ୍ୱିପ୍ରହରରେ ଗୁଳି କରି ହତ୍ୟା…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

RCBର ଚମତ୍କାର ବିଜୟ ପରେ କହୁ କହୁ ଏମିତି କହିଦେଲେ ବିରାଟ କୋହଲି

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଜବରଦସ୍ତ ବିଜୟ ପରେ, ପୂର୍ବତନ ପୁରୁଷ ଦଳର ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ଏଫ୍‌ଆଇଏଚ୍ ପ୍ରୋ-ଲିଗ୍‌: ଭାରତୀୟ ଦଳରେ ୫ ଓଡ଼ିଆ, ରୋଶନ କୁଜୁରଙ୍କୁ ପ୍ରଥମ ଥର ସୁଯୋଗ

ରାଉରକେଲା,୬ା୨: ଫେବ୍ରୁଆରୀ ୧୦ରୁ ୧୫ ପର୍ଯ୍ୟନ୍ତ ରାଉରକେଲାର ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଏଫ୍‌ଆଇଏଚ୍ ପ୍ରୋ-ଲିଗ୍ (ପୁରୁଷ) ପାଇଁ ହକି ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri