ସରିଲା ଉଦ୍ଧାର କାର୍ଯ୍ୟ, ଗଡ଼ିବ ଟ୍ରେନ୍‌

ଭୁବନେଶ୍ୱର,୩୦ା୧୦: ଆନ୍ଧ୍ର-ଓଡ଼ିଶା ସୀମାରେ ରବିବାର ରାତିରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣା ପରେ ସୋମବାର ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଏଥିସହ ମରାମତି କାମ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଉ କିଛିଘଣ୍ଟା ମଧ୍ୟରେ ଏହି ଟ୍ରାକ୍‌ ଦେଇ ରେଳ ଚଳାଚଳ ସ୍ବାଭାବିକ ହେବ ବୋଲି ପୂର୍ବତଟ ରେଳବାଇର ମୁଖ୍ୟ ଲୋକସମ୍ପର୍କ ଅଧିକାରୀ ବିଶ୍ୱଜିତ୍‌ ସାହୁ କହିଛନ୍ତି।

Andhra Pradesh train collision LIVE: The crash happened when an incoming train slammed into a stationary train, leading to derailment of at least three rail cars. (AP Photo) (AP)

ସେ କହିଛନ୍ତି, ଦୁର୍ଘଟଣାରେ ଫସିଥିବା ସମସ୍ତଙ୍କୁ ଉଦ୍ଧାର କରାଯାଇଛି । ଅନ୍ୟ କୌଣସି ବ୍ୟକ୍ତି ବଗି ତଳେ କେହି ନାହାନ୍ତି। ବର୍ତ୍ତମାନ ସୁଦ୍ଧା ୪୫ଟି ଟ୍ରେନ୍‌ ବାତିଲ କରାଯାଇଥିବା ବେଳେ ୪୧ଟି ଟ୍ରେନ୍‌କୁ ଆଂଶିକ ବାତିଲ କରାଯାଇଛି ଓ ରୁଟ୍‌ ପରିବର୍ତ୍ତନ ହୋଇଛି। ୪ଟି ଟ୍ରେନ୍‌ ରିସିଡ୍ୟୁଲ୍‌ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri