ଉଦ୍ଧାର, ଥଇଥାନ ପାଇଁ ଅଗ୍ନିଶମ ଅଧିକାରୀଙ୍କ ନମ୍ବର ଜାରି

ଭୁବନେଶ୍ୱର,୨୬ା୫(ବ୍ୟୁରୋ):ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ବାତ୍ୟା କ୍ଷତିଗ୍ରସ୍ତଙ୍କୁ ଉଦ୍ଧାର ଓ ଥଇଥାନ କରିବା ପାଇଁ ୧୦ ଜିଲାରେ ଅଗ୍ନିଶମ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ସେମାନଙ୍କୁ ସାଧାରଣ ଲୋକେ ଆବଶ୍ୟକସ୍ଥଳେ ଯୋଗାଯୋଗ କରିପାରିବେ। ଏନେଇ ଅଗ୍ନିଶମ ବିଭାଗ ପକ୍ଷରୁ ସର୍ବସାଧାରଣଙ୍କ ନିମିତ୍ତ କାର୍ଯ୍ୟରତ ଅଗ୍ନିଶମ ଅଧିକାରୀଙ୍କ ଫୋନ ନମ୍ବର ଜାରି କରାଯାଇଛି।
ବାଲେଶ୍ୱର ଜିଲା ପାଇଁ ଅରୁଣ ଷଡ଼ଙ୍ଗୀ ନଂ.୯୪୩୭୮୦୪୯୯୧, ସତ୍ୟପୀର ବେହେରା ୭୦୦୮୩୨୯୮୭୮, ପୋରାଣ ସୋରେନ ୮୨୪୯୩୪୨୨୮୯, ଭଦ୍ରକ ପାଇଁ ସଲିଳ ପ୍ରକାଶ କିଣ୍ଡୋ ୮୯୧୭୫୨୩୦୪୬, ପ୍ରଶାନ୍ତ ଧଳ ୯୭୭୬୪୨୫୭୧୧, କେନ୍ଦ୍ରାପଡା ପାଇଁ ତ୍ରିଲୋକ କୁମାର ବାବୁ ନଂ.୯୮୫୩୧୧୭୦୦୧, ବୀରଭଦ୍ର ଟୁଡୁ ୯୪୩୭୯୩୫୯୯୧, ଜଗତ୍‌ସିଂହପୁର ପାଇଁ ଶରତ ମଲ୍ଲିକ ୯୪୩୭୪୬୪୫୮୪, ତେଜ କୁମାର ଏକ୍କା ୮୭୬୩୪୪୩୪୫୮, ଯାଜପୁର ପାଇଁ ସୀମାଞ୍ଚଳ ପାଢୀ ନଂ.୯୪୩୮୦୦୪୧୩୯, ପୂର୍ଣ୍ଣଚନ୍ଦ୍ର ମାରାଣ୍ଡି ୮୨୪୯୪୦୮୧୦୭, ମୟୂରଭଞ୍ଜ ଜିଲା ପାଇଁ ବିନୋଦ ସିଂ ନଂ.୯୪୩୭୩୫୦୯୮୩, ଭବେନ୍ଦ୍ରନାଥ ଦେ ୯୪୩୮୬ ୫୦୧୪୦, କୃଷ୍ଣଚନ୍ଦ୍ର ସାମଲ ୯୯୩୭୦୧୦୯୫୯, କଟକ ପାଇଁ ଅବନୀ ସ୍ବାଇଁ ନଂ.୯୯୩୮୩ ୮୨୦୧୦, ପୁରୀ ପାଇଁ ବିଚିତ୍ର କୁମାର ପଣ୍ଡା ନଂ.୮୮୯୫୫୫୬୩୦୦, ପ୍ରଦୀପ ରାଉତ ୯୮୬୧୨ ୧୮୩୧୦, ଖୋର୍ଦ୍ଧା ଓ ଭୁବନେଶ୍ୱର ପାଇଁ ରମେଶ ଚନ୍ଦ୍ର ମାଝି ନଂ.୯୪୩୭୨୨୧୫୨୦, ସୁଶାନ୍ତ ବିଶ୍ୱାଳ ୮୮୯୫୯୪୫୧୦୮, ସନାତନ ମହାପାତ୍ର ୭୦୦୮୫୧୩୦୯୬, ଗଞ୍ଜାମ ପାଇଁ ପ୍ରଶାନ୍ତ ଦାଶ ନଂ.୯୭୭୬୨୭୨୨୮୮, ଜିତେନ୍ଦ୍ର ଦାସ ୯୧୭୮୧୫୯୦୦୫ ଓ ବିଶ୍ୱନାଥ ମହାନ୍ତି ୯୪୩୭୩ ୭୧୮୯୭ଙ୍କୁ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

୩୧ ଦିନ ପରେ ଉଦୟ ହେଲେ ବୁଧ: ବୃଷ ସମେତ ୫ ରାଶିଙ୍କ ଉପରେ ଧନବର୍ଷା! ଘର-ଗାଡ଼ି କିଣିବାର ରହିଛି ଯୋଗ

ଭୁବନେଶ୍ୱର: ୩୧ ଦିନ ଅସ୍ତ ରହିବା ପରେ ୨୦୨୬ ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟା ୬ଟା ୫୫ ମିନିଟରେ ଉଦୟ ହୋଇଛନ୍ତି ବୁଧ। ଜ୍ୟୋତିଷାଚାର୍ଯ୍ୟଙ୍କ ମତରେ, ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?