ଆଜି ସଂଧ୍ୟା ସୁଦ୍ଧା ଭାଜପାର ବାକି ତାଲିକା! ବଦଳିବେ ପ୍ରାର୍ଥୀ

ଭୁବନେଶ୍ୱର,୧୧।୪: ଆଜି ସଂଧ୍ୟା ସୁଦ୍ଧା ଘୋଷଣା ହୋଇପାରେ ଭାଜପାର ପ୍ରାର୍ଥୀ ତାଲିକା ! ବାକି ଥିବା ୩୫ଟି ବିଧାନସଭା ସିଟରୁ ଆଜି ପ୍ରାୟ ୨୦ ସିଟରେ ପ୍ରାର୍ଥୀ ଘୋଷଣା କରିପାରେ ଦଳ । ୨୦ ତାରିଖ ପୂର୍ବରୁ ଅନ୍ୟ ସିଟରେ ପ୍ରାର୍ଥୀ ଘୋଷଣା ହେବ ଗତକାଲି କହିଥିଲେ ଭାଜପାର ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂହ ତୋମାର । ସେ ଆଜି ରାଉରକେଲା ଗସ୍ତରେ ଆସିଛନ୍ତି । ଦିନ ସାରା ଆଜି ସୁନ୍ଦରଗଡ଼ ଜିଲାର ସମସ୍ତ ପଦାଧିକାରୀ, ଜିଲା ସଭାପତି, ମଣ୍ଡଳ ସଭାପତିଙ୍କୁ ନେଇ ବୈଠକ ହେବ ।

ସୂଚନାଥାଉ କି, ଭାଜପା ଦୁଇଟି ପର୍ଯ୍ୟାୟରେ ୨୧ ଲୋକ ସଭା ଓ ଗୋଟିଏ ପର୍ଯ୍ୟାୟରେ ୧୧୨ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ତେବେ ଏବେ ବି ଆହୁରି ୩୫ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନାହିଁ ଦଳ । ସେହିପରି ବିଜେଡି ଏ ପର୍ଯ୍ୟନ୍ତ ୨୦ ଲୋକ ସଭା ଓ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ଅନ୍ୟପଟେ କଂଗ୍ରେସ ଏପର୍ଯ୍ୟନ୍ତ ମାତ୍ର ୮ଟି ଲୋକ ସଭା ଓ ୪୭ ବିଧାନସଭା ସିଟରେ ପ୍ରାର୍ଥୀ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri